ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆବେଦନ କରାଯାଇଥିବା କ୍ୟୁରେଟିଭ୍ ପିଟିସନର ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ । ଫାଶୀ ଦଣ୍ଡ ପାଇଥିବା ୪ ଜଣଙ୍କ ମଧ୍ୟରୁ ଦୁଇ ଜଣ କ୍ୟୁରେଟିଭ୍ ପିଟିସନ୍ ଦାଖଲ କରିଛନ୍ତି । ଦୁଇ ଜଣ ଅଭିଯୁକ୍ତ ମୁକେଶ ଓ ବିନୟ କୁମାର କ୍ୟୁରେଟିଭ୍ ପିଟିସନ୍ ଦାଖଲ କରିଛନ୍ତି । ଫାଶୀ ଉପରେ ରୋକ୍ ଲଗାଇବା ପାଇଁ ଆବେଦନ କରିଛନ୍ତି । ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…