ଦେଶ ବିଦେଶ

ସମୁଦ୍ରରେ ଖସି ପଡ଼ିଲା ହେଲିକପ୍ଟର, କ୍ୟାମେରାରେ କଏଦ ହେଲା ଏହି ଦୃଶ୍ୟ

ଫ୍ଲୋରିଡା: ସମୁଦ୍ରରେ ଖସି ପଡ଼ିଲା ହେଲିକପ୍ଟର । ଫ୍ଲୋରିଡାର ଜନବହୁଳ ମିଆମି ବେଳାଭୂମିରେ ଖସିପଡ଼ିଲା ହେଲିକପ୍ଟର । କ୍ୟାମେରାରେ କଏଦ ହୋଇଛି ଏହି ଦୃଶ୍ୟ । ଶହଶହ ଲୋକ ସମୁଦ୍ରରେ ଗାଧୋଉଥିବା ବେଳେ ବେଳେ ଏକ R44 ରବିନସନ୍‌ ହେଲିକପ୍ଟର ଖସିପଡ଼ିଥିଲା ।

ସ୍ଥାନୀୟ ସମୟ ମଧ୍ୟାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ଖସିପଡ଼ିଥିଲା ହେଲିକପ୍ଟର । ସନ୍ତରଣକାରୀଙ୍କ ମଝିରେ ହେଲିକପ୍ଟରଟି ଖସିପଡ଼ିଥିବା ଦେଖିବାକୁ ମିଳିଛି। କାହିଁକି ଦୁର୍ଘଟଣା ଘଟିଲା ସେ ନେଇ ତଦନ୍ତ ଆରମ୍ଭ ହୋଇଛି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

24 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

25 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago