ଦେଶ ବିଦେଶ

ସୁସ୍ଥ ହେଲେ ଅମିତ୍‌ ଶାହା, ଖୁବ୍‌ଶୀଘ୍ର କାର୍ଯ୍ୟରେ ଯୋଗଦେବେ

କରୋନାକୁ ହରାଇଲେ ଗୃହ ମନ୍ତ୍ରୀ ଅମିତ ଶାହା। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ବିଜେପି ସାଂସଦ ମନୋଜ ତିଓ୍ଵାରୀ ଟ୍ଵିଟ୍‌ କରି ଏହି ସୂଚନା ଦେଇଛନ୍ତି। ଅଗଷ୍ଟ ୨ ତାରିଖରେ ଅମିତ୍‌ ଶାହାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିଲା। ତା’ପରଠୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଖୁବ୍‌ଶୀଘ୍ର ତାଙ୍କୁ ମେଡିକାଲରୁ ଛୁଟି ମିଳିବ ବୋଲି ଆଶା କରାଯାଉଛି।

ଅମିତ ଶାହାଙ୍କ ସ୍ୱାସ୍ଥାବସ୍ଥା ଠିକ୍‌ ଥିଲେ ବି କାଳେ କିଛି ଅସୁବିଧା ହେବ ଆଶଙ୍କାରେ ତାଙ୍କୁ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏଠାରେ ଏମ୍ସର ଏକ ଟିମ୍‌ ତାଙ୍କ ଦେଖାଶୁଣା କରୁଥିଲେ। ହସ୍ପିଟାଲରେ ଥିଲେ ମଧ୍ୟ ଅମିତ ଶାହା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ଥିଲେ। ହସ୍ପିଟାଲରେ ବି ସେ କୋଭିଡ୍‌ ସ୍ଥିତିକୁ ମନିଟର କରୁଥିଲେ।

WCW 11

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

5 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

9 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

9 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

9 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

9 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

9 hours ago