କୋର୍ଟକୁ ୫ବସ୍ତା କଏନ୍‌ ନେଇ ପହଁଚିଲେ ଏହି ବ୍ୟକ୍ତି, ଜାଣନ୍ତୁ ପ୍ରକୃତ କାରଣ କ’ଣ ?

ରାୟପୁର : ଦୀର୍ଘ ୨୦ ବର୍ଷ ଧରି ଚାଲିଛି ଛାଡ଼ପତ୍ର ମାମଲା । ପରିବାର କୋର୍ଟ ପକ୍ଷରୁ ସ୍ବାମୀଙ୍କୁ ଭରଣପୋଷଣ ବାବଦକୁ ସ୍ତ୍ରୀଙ୍କୁ ୩୩ ହଜାର ୮ଶହ ଟଙ୍କା ଦେବାକୁ କୁହାଯାଇଥିଲା । ହେଲେ ତାପରେ ସ୍ବାମୀ ଯାହା କଲେ ତାହା ଏବେ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣାଟି ଘଟିଛି ଛତିଶଗଡ଼ର ସ୍ଥାନୀୟ ପାମ୍‌ଗଢ଼ ଥାନା ଅଞ୍ଚଳରେ ।

ସୂଚନା ଅନୁଯାୟୀ, ଛତିଶଗଡ଼ର ସ୍ଥାନୀୟ ପାମ୍‌ଗଢ଼ ଥାନା ଅଞ୍ଚଳରେ ବାସକରୁଥିବା ପୁନିରାମ ସାହୁ ଏବଂ ତାଙ୍କ ସ୍ତ୍ରୀ ଯଶୋଧାରାଙ୍କ ମଧ୍ୟରେ ଛାଡ଼ପତ୍ର ମାମଲାର ବିଚାର ଦୀର୍ଘ ୨୦ ବର୍ଷ ଧରି ଚାଲିଛି। ପୁନିରାମ ଜଣେ ପରିବା ବେପାରି। ପରିବାର କୋର୍ଟ ପକ୍ଷରୁ ଯଶୋଧାରାଙ୍କୁ ୩୩ ହଜାର ୮ଶହ ଟଙ୍କା ଭରଣପୋଷଣ ଦେବାକୁ ପୁନିରାମଙ୍କୁ ଆଦେଶ ଦିଆଯାଇଥିଲା।

ଆଦେଶ ପାଳନ କରି ପୁନିରାମ ନିଜ ପାଖରେ ଥିବା ଟଙ୍କିକିଆ, ୨ ଟଙ୍କିଆ, ୫ ଟଙ୍କିଆ ଏବଂ ୧୦ ଟଙ୍କିଆ କଏନ୍‌ ଥିବା ୫ଟି ବସ୍ତା ନେଇ କୋର୍ଟରେ ପହଞ୍ଚିଥିଲେ। ବିଚାରପତି ସବୁ କଏନ୍ କୁ ପୁନିରାମଙ୍କୁ ଗଣିବା ପାଇଁ କହିଥିଲେ। ସେ କୋର୍ଟରେ ବସି ୩୩ ହଜାର ଟଙ୍କାର କଏନ୍‌ ଯଶୋଧାରାଙ୍କୁ ଦେଇଥିଲେ। ଅବଶିଷ୍ଟ ୮ଶହ ଟଙ୍କା ୨୨ ଜୁଲାଇରେ ଦେବାକୁ କୋର୍ଟ ପୁନିରାମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଘଟଣା ଏବେ ଭାଇରାଲ ହେବାରେ ଲାଗିଛି ।

 

 

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago