ଆଜି ପ୍ରକାଶ ପାଇବ ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳ

ଆଜି ପ୍ରକାଶ ପାଇବ ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳ । ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛି କାଉନସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ ।

ରେଜଲ୍ଟ ଅଫିସିଆଲ୍‌ ୱେବସାଇଟ୍‌ରେ ମିଳିପାରିବ । ନଚେତ୍‌ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ରେଜଲ୍ଟ ପାଇପାରିବେ ବୋଲି କାଉନସିଲ ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.