ଦେଶ ବିଦେଶ

୨୪ ଘଣ୍ଟାରେ ୭୨ ହଜାର ପାର କଲା କରୋନା ପଜିଟିଭ୍‌, ପଢ଼ନ୍ତୁ ଦେଶର କରୋନା ଅପଡେଟ

ନୂଆଦିଲ୍ଲୀ : ହୁ ହୁ ହୋଇ ବଢ଼ିଚାଲିଛି ସଂକ୍ରମଣ ସଂଖ୍ୟା। ଦୈନିକ ସଂକ୍ରମଣରେ କରୋନାର ବଡ ଲମ୍ଫ । ଆଜି ଗୋଟିଏ ଦିନରେ ଏକାଥରକେ ୭୨ ହଜାର ପାର କରିଛି ସଂକ୍ରମିତ ସଂଖ୍ୟା। ୨୪ ଘଣ୍ଟାରେ ୭୨ ହଜାର ୩୩୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କରୋନା ମୃତ୍ୟୁ ହାର ମଧ୍ୟ ଦ୍ରୁତ ଗତିରେ ବଢିଛି । ଗୋଟିଏ ଦିନରେ ୪୫୯ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ପଜିଟିଭ୍ ସଂଖ୍ୟା ୧କୋଟି ୨୨ଲକ୍ଷ ୨୧ହଜାର ୬୬୫କୁ ବୃଦ୍ଧି ପାଇଛି।

Pritiparna

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

9 seconds ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

10 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

21 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

50 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago