ଭାରତରେ କରାଳ ରୂପ ନେଉଛି କରୋନା ! ଗୋଟିଏ ଦିନରେ ସର୍ବାଧିକ ୧୯ ହଜାର ୯୦୬ ଆକ୍ରାନ୍ତ ଚିହ୍ନଟ, ୪୧୦ ମୃତ

ଭାରତରେ ଦିନକରେ ୧୯,୯୦୬ କରୋନା ଆକ୍ରାନ୍ତ ଚିହ୍ନଟ। କେବଳ ଏତିକି ନୁହେଁ ଗୋଟିଏ ଦିନରେ ୪୧୦ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଏବେ ପଯ୍ୟର୍ନ୍ତର ଏହା ରେକର୍ଡ ସଂଖ୍ୟକ ସର୍ବାଧିକ ବୋଲି ଜଣାପଡିଛି। ଦେଶରେ ସମୁଦାୟ ୫ ଲକ୍ଷ ୨୯ ହଜାର ୫୭୭ ଜଣ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୧୬ ହଜାର ୧୦୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩ ଲକ୍ଷ ୧୦ ହଜାର 146 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। 

ସାରା ବିଶ୍ୱରେ ଦ୍ରୁତ ଗତିରେ ବଢୁଛି କରୋନା ସଂକ୍ରମଣ। ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟି ଟପିଲାଣି। ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ଏକ କୋଟି ୮୦ ହଜାର ପାର କରିସାରିଲାଣି। ଏହି ଭାଇରସ୍‌ ଯୋଗୁ ୫ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ୫୪ ଲକ୍ଷ ୫୭ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆମେରିକା ଏକ ନମ୍ବର ସ୍ଥାନରେ ରହିଥିବା ବେଳେ ତଳକୁ ରହିଛି ବ୍ରାଜିଲ, ରୁଷିଆ, ଭାରତ ଏବଂ ବ୍ରିଟେନ୍‌ । ଭାରତ ୪ ନମ୍ବର ସ୍ଥାନରେ ରହିଛି।

 

Pritiparna

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

57 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago