ଦେଶ ବିଦେଶ

ଗତ ୨୪ ଘଣ୍ଟାରେ ୯୨ ହଜାର ୫୯୬ ନୂଆ ପଜିଟିଭ୍‌ ଚିହ୍ନଟ, ୨ ହଜାର ୨୧୯ ଜଣ ମୃତ

 ନୂଆଦିଲ୍ଲୀ(କେ ନ୍ୟୁଜ): ଦେଶରେ ଲକ୍ଷେ ତଳେ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୯୨ ହଜାର ୫୯୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଦେଶରେ ପଜିଟିଭିଟି ରେଟ୍‌ ରହିଛି ୪.୬୬ ପ୍ରତିଶତ । ଦିନକରେ ୨ ହଜାର ୨୧୯ ଣଙ୍କ ଜୀବନ ନେଇଛି କରୋନା । ଆକ୍ଟିଭ୍‌ କେସ୍‌ ୧୨ଲକ୍ଷ ୩୧ ହଜାର ୪୧୫ରେ ପହଂଚିଛି।

ଗତ ୧୬ଦିନ ହେଲା ୧୦ ପ୍ରତିଶତ ତଳେ ରହିଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧ଲକ୍ଷ ୬୨ ହଜାର ୬୬୪ ଜଣ । ସୁସ୍ଥତା ହାର ରହିଛି ୯୪.୫୫ ପ୍ରତିଶତ। ଦେଶରେ ଏଯାଏ ୨୩.୯ କୋଟି ଡୋଜ୍‌ ଭ୍ୟାକ୍ସିନ୍‌ ଦିଆଗଲାଣି।

 

KNews Bureau

Recent Posts

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

10 mins ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

23 mins ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

33 mins ago

ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍

ଭୁବନେଶ୍ୱର(କେନ୍ୟୁଜ୍‌): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ। ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍। ଦୁଇ ଉପମୁଖ୍ୟମନ୍ତ୍ରୀ। ୮ କ୍ୟାବିନେଟ…

52 mins ago

ସମୟ ସିନା ବଦଳିଛି ହେଲେ ସେମିତି ଅବିଚଳିତ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍‌): ମୁହଁରେ ସେହି ସବୁବେଳର ଭାବ । ବିଜେପି ସରକାରଙ୍କ ଶପଥ ଗ୍ରହଣ ମଞ୍ଚରେ ସେମିତି ଅବିଚଳିତ ଥିଲେ ନବୀନ…

1 hour ago

ରକ୍ତ ଚନ୍ଦନ ପ୍ୟାକ୍‌ ମୁହଁରୁ ଦାଗ ଦୂର କରିବାରେ ଅନେକ ସାହାଯ୍ୟ କରେ, ଏହି ୨ଟି ଉପାୟରେ କରନ୍ତୁ ବ୍ୟବହାର ସମସ୍ୟାରୁ ମିଳିବ ମୁକ୍ତି

ଚନ୍ଦନ କାଠର ଉପକାରିତା ବିଷୟରେ ଆପଣ ସମସ୍ତେ ଜାଣିଥିବେ । ଏହା ସମସ୍ତ କାମ ପାଇଁ ବେଶ୍‌ ଲାଭଦାୟକ ହୋଇଥାଏ…

2 hours ago