କାଶ୍ମୀରରେ କ’ଣ ହେବ? ଘାଟିରେ କାହିଁକି ୩୫ ହଜାରରୁ ଅଧିକ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି? ସମ୍ଭାବ୍ୟ ଆତଙ୍କବାଦୀ ହମ୍ଲା ନା ଆଉ କିଛି କାରଣ ରହିଛି? ସସପେନ୍ସ ଲାଗି ରହିଥିବା ବେଳେ ଜମ୍ମୁ କାଶ୍ମୀରରେ ଅଧିକ କଡ଼ାକଡ଼ି କରାଯାଇଛି ସୁରକ୍ଷା ବ୍ୟବସ୍ଥା। ଏହା ଭିତରେ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଗୃହ ସଚିବ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ଙ୍କ ସମେତ ଗୁଇନ୍ଦା ଓ ର’ ମୁଖ୍ୟ ମଧ୍ୟ ଉପସ୍ଥିତ ଅଛନ୍ତି। ସେପଟେ ଆସନ୍ତାକାଲି ସକାଳ ୯ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ ବୈଠକ ବସିବା କାର୍ଯ୍ୟକ୍ରମ ରହିଛି। ବୈଠକରେ କୌଣସି ବଡ଼ ଧରଣର ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି।
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…