ପୁଲଓ୍ଵାମା ଆକ୍ରମଣ ପରେ ଭାରତୀୟ ବାୟୁସେନାର ହମଲା , ଜୈଶ-ଏ ମହମ୍ମଦ ଆତଙ୍କବାଦୀ କ୍ୟାମ୍ପ ସଂପୂର୍ଣ୍ଣ ଧ୍ୱଂସ

କେନ୍ୟୁଜ୍ : ପାକିସ୍ତାନ ବିରୋଧରେ ବଡ଼ ପଦକ୍ଷେପ। ପୁଲଓ୍ଵାମା ଆକ୍ରମଣ ପରେ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ। ପିଓକେରେ ଜୈଶ-ଏ-ମହମ୍ମଦ ବଙ୍କର ଧ୍ୱଂସ କଲା ଭାରତ। ଆତଙ୍କବାଦୀଙ୍କ ବଙ୍କର ଉପରେ ୧୦୦୦ କିଲୋର ବୋମାମାଡ଼ ହୋଇଛି। ବିଳମ୍ବିତ ରାତି ୩ଟା ୩୦ରେ ବୋମ୍‌ ପକାଇଥିବା ସୂଚନା ମିଳିଛି। ୧୨ଟି ଜାଗୁଆର ବିମାନ ଅପରେସନ୍‌ରେ ସାମିଲ ଥିବାବେଳେ, ୧୦ ମିରାଜ-୨୦୦୦ଲଢୁଆ ବିମାନରୁ ବୋମା ପଡିଥିବା ବାୟୁସେନା ସୂତ୍ରରୁ ସୂଚନା ମିଳିଛି।

 

 

KNews Bureau

Recent Posts

ଛେପ ପକାଇ ମୁହଁ ମସାଜ୍‌ କରୁଥିଲେ ସେଲୁନ୍‌ କର୍ମଚାରୀ, ସିସିଟିଭିରେ ଭିଡିଓ କଏଦ୍‌

ଆଜିକାଲି ପାର୍ଲର ଯିବା ଏକ ପ୍ରକାର ଫେସନ୍‌ ହୋଇଗଲାଣି । ଅଧିକାଂଶ ଯୁବପିଢ଼ି ପାର୍ଲର ଯିବାକୁ ପସନ୍ଦ କରିଥାଆନ୍ତି ।…

41 mins ago

ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ପର୍ଯ୍ୟଟକ, ଲାଇଫଗାର୍ଡଙ୍କ ଦ୍ୱାରା ଉଦ୍ଧାର

ଗୋପ : ଶେଷ  ରଜରେ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସମେତ ଚନ୍ଦ୍ରଭଗା ଓ ରାମଚଣ୍ଡୀ ପୀଠରେ ନାହିଁ ନଥିବା ଭିଡ଼…

43 mins ago

‘ଇଭିଏମ୍‌ କୌଣସି OTPରୁ ଖୋଲେ ନାହିଁ, ଏହା ଡିଭାଇସ୍‌ ସହ ସଂଯୁକ୍ତ ନୁହେଁ’, ହ୍ୟାକିଂ ଅଭିଯୋଗକୁ ଖଣ୍ଡନ କଲେ EC

ଇଭିଏମ୍ ଅନ୍‌ଲକ କରିବା ପାଇଁ କୌଣସି ଓଟିପିର ଆବଶ୍ୟକ ହୁଏନାହିଁ । ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀରେ ଏହି…

56 mins ago

ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୩ ଆହତ

ବେଗୁନିଆ : ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ । ବୋଲଗଡ ଦେଇ ଯାଇଥିବା ଜାତୀୟ ରାଜପଥର ପଞ୍ଚୁକୋଟ ନିକଟରେ ରାୟଗଡ଼ାରୁ…

59 mins ago

କୁଲରରେ ପରିଣତ ହେଲା ପୁରୁଣା ଟିଭି, ସୋଶିଆଲ ମିଡିଆରେ ଭିଡିଓ ଭାଇରାଲ୍‌

ଯୁଗାଡ଼କୁ ନେଇ ଭାରତରେ କୌଣସି ବିରତି ନାହିଁ । ଏଠାରେ ପ୍ରତ୍ୟେକ ସମସ୍ୟାର ସୁଲଭ ଏବଂ ଦୃଢ଼ ସମାଧାନ ରହିଛି…

1 hour ago

ହୁତୁ ହୁତୁ ହୋଇ ଜଳିଗଲା ୪ବଖରା ଚାଳଛପର ଘର

ଆଳି : ହୁତୁ ହୁତୁ ହୋଇ ଜଳିଗଲା ୪ବଖରା ଘର । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ବଡ଼ମାନପୁର…

1 hour ago