ଶପଥ ନେଲେ ଦେଶର ପ୍ରଥମ ଲୋକପାଳ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷ

ନୂଆଦିଲ୍ଲୀ : ଦେଶର ପ୍ରଥମ ଲୋକପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ଅବସରପ୍ରାପ୍ତ ସୁପ୍ରିମ୍‌ କୋର୍ଟ ବିଚାରପତି ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷ । ତାଙ୍କୁ ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶପଥ ପାଠ କରାଇଛନ୍ତି । ଏହି ଅବସରରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସୁପ୍ରିମ କୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ପ୍ରମୁଖ ଉପସ୍ଥିତ ଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.