ଦେଶ ବିଦେଶ

ଗାଜାରେ ଧ୍ବଂସ ହେଉଛି ହମାସ ଠିକଣା: ଆତଙ୍କୀଙ୍କୁ ଖୋଜି ଖୋଜି ନିପାତ କରୁଛି ଇସ୍ରାଏଲ୍ ସେନା

ନୂଆଦିଲ୍ଲୀ : ଗାଜାରେ ଧ୍ବଂସ ହେଉଛି ହମାସ ଠିକଣା । ଆତଙ୍କୀଙ୍କୁ ଖୋଜି ଖୋଜି ନିପାତ କରୁଛି ଇସ୍ରାଏଲ୍ ସେନା । ଶତ୍ରୁ ପକ୍ଷର ଅନେକ ସୁଡ଼ଙ୍ଗ ସହ ବହୁ ଅସ୍ତ୍ରଶସ୍ତ୍ରକୁ ନଷ୍ଟ କଲାଣି । ଆଇଡିଏଫର ପ୍ରଚଣ୍ଡ ଆକ୍ରମଣ ପରେ ଗାଜା ଷ୍ଟ୍ରିପରୁ ନିୟନ୍ତ୍ରଣ ହରାଉଛି ହମାସ। ଯୁଦ୍ଧ ଭିତରେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜିମିନ ନେତାନ୍ୟାହୂଙ୍କୁ ଭେଟିଛନ୍ତି ଆମେରିକା କଂଗ୍ରେସର ବୈଦେଶିକ ବ୍ୟାପାର ସମ୍ପର୍କିତ ପ୍ରତିନିଧି ଦଳ ।

ଆମେରିକାର ରିପବ୍ଲିକାନ୍ ଓ ଡେମୋକ୍ରାଟ୍ ପାର୍ଟିର ଉଭୟ ନେତା ନେତାନ୍ୟାହୂଙ୍କୁ ଭେଟି ଇସ୍ରାଏଲକୁ ପୂର୍ଣ୍ଣ ସମର୍ଥନ ପ୍ରଦାନ କରିଛନ୍ତି । ଯୁଦ୍ଧ ସ୍ଥିତି ନେଇ ସେମାନେ ଆଲୋଚନା କରିଛନ୍ତି । ଇସ୍ରାଏଲ ପ୍ରଧାନମନ୍ତ୍ରୀ କହି ସାରିଛନ୍ତି, ଇସ୍ରାଏଲ ନାଗରିକଙ୍କ ମୁକ୍ତି ଯାଏ ଯୁଦ୍ଧ ଚାଲିବ । ପଣବନ୍ଦୀଙ୍କ ମୁକ୍ତି ବିନା ଅସ୍ତ୍ରବିରତିର ପ୍ରଶ୍ନ ଉଠୁନି । ଆଗକୁ ଉତ୍ତର ଗାଜାରେ ଅପେରସନକୁ ଜୋରଦାର କରିବ ଇସ୍ରାଏଲ୍ । ବର୍ତ୍ତମାନ ସୁଦ୍ଧା ଯୁଦ୍ଧରେ ଗଲାଣି ୧୧ ହଜାରରୁ ଅଧିକ ଜୀବନ । ଏମାନଙ୍କ ଭିତରେ ୪ହଜାର ୫୦୦ରୁ ଅଧିକ ଶିଶୁ ଅଛନ୍ତି।

Barsha

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

7 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

35 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

54 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago