କେନ୍ୟୁଜ୍(ବ୍ୟୁରୋ): ଅଶାନ୍ତ ପରିସ୍ଥିତି ଯୋଗୁ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ଡିସେମ୍ବର ୧୬ ତାରିଖରୁ ଜାନୁଆରୀ ୫ ପର୍ଯ୍ୟନ୍ତ ବନ୍ଦ ରହିବ ବିଶ୍ୱବିଦ୍ୟାଳୟ । ଏହି ସମୟ ମଧ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ନାଗରିକତା ସଂଶୋଧନ ଆଇନ୍ ପ୍ରତିବାଦରେ ଛାତ୍ରଛାତ୍ରୀମାନେ ରାସ୍ତାକୁ ଓହ୍ଲାଇବା ପରେ ଜାମିଆ ମିଲିଆ ବାତାବରଣ ଅଶାନ୍ତ ହୋଇ ଉଠିଛି। ଗତକାଲି ପୋଲିସ ସହ ଛାତ୍ରଛାତ୍ରୀଙ୍କ ସଂଘର୍ଷ ହୋଇଥିଲା। ଛାତ୍ରଛାତ୍ରୀମାନେ ପାର୍ଲାମେଣ୍ଟ ଭବନକୁ ଶୋଭାଯାତ୍ରାରେ ଯିବାବେଳେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଆନ୍ଦୋଳନକାରୀ ଛାତ୍ରଙ୍କ ଉପରେ ପୋଲିସ ଲାଠିମାଡ କରିଥିଲା।
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…