ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ମୋଷ୍ଟୱାଣ୍ଟେଡ୍‌ ଜହୁର ଠୋକେର ସମେତ ୩ ଆତଙ୍କବାଦୀ ନିହତ

ଜମ୍ମୁ କାଶ୍ମୀର(କେନ୍ୟୁଜ୍) : ଜମ୍ମୁ କାଶ୍ମୀରରେ ପୁଣି ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟରେ ମୋଷ୍ଟୱାଣ୍ଟେଡ୍‌ ଜହୁର ଠୋକେର ସମେତ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ୍‌ ସହିଦ ହୋଇଛନ୍ତି, ଦୁଇ ଜଣ ଆହତ ହୋଇଛନ୍ତି। ଜଣେ ସ୍ଥାନୀୟ ବାସିନ୍ଦା ମଧ୍ୟ ଆହତ ହୋଇଛନ୍ତି। ପୁଲୱାମା ଜିଲ୍ଲା ଖାରପୁରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ଇଣ୍ଟରନେଟ୍‌ ସେବା ବନ୍ଦ କରିଦିଆଯାଇଛି। ଗତ ସପ୍ତାହରେ ସୋପେରରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଚଳିତ ବର୍ଷ ଜମ୍ମୁ-କାଶ୍ମୀରରେ ୨୩୫ ଆତଙ୍କବାଦୀ ନିହିତ ହୋଇଛନ୍ତି ।

KNews Bureau

Recent Posts

ବସ୍‌ ରେ ଯାତ୍ରା ସମୟରେ ଖସି ପଡ଼ୁଥିଲେ ଯାତ୍ରୀ, ସୁପରମ୍ୟାନ୍‌ ଭାବେ ଜୀବନ ରକ୍ଷା କଲେ କଣ୍ଡକ୍ଟର

ଯଦି ଆପଣ ଚଳଚ୍ଚିତ୍ରରେ 'ସ୍ପାଇଡରମ୍ୟାନ୍' ଦେଖିଥିବେ, ତେବେ ଆପଣ ବୋଧହୁଏ ଜାଣିଥିବେ ଷଷ୍ଠ ଇନ୍ଦ୍ରୀୟ (sixth sence) କ’ଣ କୁହାଯାଏ…

15 mins ago

ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ୪୨ ଚକ ନିର୍ମାଣ ଶେଷ

ପୁରୀ : ଚଳଚଞ୍ଚଳ ପୁରୀ ରଥଖଳା । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ରଥ…

39 mins ago

ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସ, ପ୍ରଦର୍ଶିତ ହେଲା ସିନେମା ଶୂନ୍ୟ ସ୍ବରୂପ

ଭୁବନେଶ୍ଵର : ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସରେ ପ୍ରଦର୍ଶିତ ହୋଇଛି ଜାତୀୟ ପୁରସ୍କାର ପ୍ରାପ୍ତ ସିନେମା ଶୂନ୍ୟ ସ୍ବରୂପ…

58 mins ago

ଦମ୍ ବିରିୟାନି, ଯୋଧପୁରୀ ସବ୍‌ଜି, ମଟ୍‌କା କୁଲ୍‌ଫି…ଜେପି ନଡ୍ଡାଙ୍କ ବାସଭବନରେ ଏନ୍‌ଡିଏ ସାଂସଦଙ୍କ ଡିନର ପାର୍ଟି

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ଆଜି ଜୁନ୍‌ ୯ରେ ମୋଦି ପ୍ରଧାନମନ୍ତ୍ରୀ…

59 mins ago

ଫିଲ୍ମ ‘କଲ୍କି 2898 AD’ର ଟ୍ରେଲର ରିଲିଜ୍‌ ପୂର୍ବରୁ ସାମ୍ନାକୁ ଆସିଲା ଦୀପିକାଙ୍କ ଦମ୍‌ଦାର ଲୁକ୍‌

ନାଗ ଅଶ୍ୱିନଙ୍କ ନିର୍ଦ୍ଦେଶିତ ସାଇନ୍ସ ଫିକ୍ସନ ଫିଲ୍ମ ‘କଲ୍କି 2898 AD’ ଦୀର୍ଘ ଦିନ ଧରି ଖୁବ୍‌ ଚର୍ଚ୍ଚାରେ ରହିଆସିଛି…

2 hours ago

ବିହାରର ୮ ସାଂସଦଙ୍କୁ ମୋଦି କ୍ୟାବିନେଟ୍‌ରେ ଜାଗା ! ଦିଲ୍ଲୀରୁ ଆସିଛି ଫୋନ୍‌ କଲ୍‌

ଏଥର ଏନ୍‌ଡିଏ ସରକାର ଗଠନରେ କିଙ୍ଗମେକରର ଭୂମିକା ଗ୍ରହଣ କରିଛି ବିହାରର ଜେଡିୟୁ । ଏହି ଦଳର ଦୁଇ ନେତାଙ୍କୁ…

2 hours ago