photo: deccan herald
ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି, ସାମାନ୍ୟ ଲକ୍ଷଣ ସହିତ ଫୁମିଓ କିଶିଦା କୋଭିଡ ପଜିଟିଭ୍ ବାହାରିଛନ୍ତି। ପିଏମ୍ କିଶିଦା ଆସନ୍ତା ସପ୍ତାହରେ ଟ୍ୟୁନିସିଆରେ ହେବାକୁ ଥିବା ଏକ ଆଫ୍ରିକୀୟ ବିକାଶ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…