ଦେଶ ବିଦେଶ

ଯୁଦ୍ଧ ପାଇଁ ପ୍ରସ୍ତୁତି କରୁଥାଅ, ସେନାକୁ ଚୀନ୍‌ ରାଷ୍ଟ୍ରପତିଙ୍କ ପରାମର୍ଶ

ନିକଟରେ ଚୀନ୍‌ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ତିବ୍ଦତ ଗସ୍ତରେ ଯାଇଥିଲେ । ଏହି ଗସ୍ତ ସମୟରେ ଭାରତର ଅରୁଣାଚଳ ପ୍ରଦେଶ ସୀମାବର୍ତ୍ତୀ ଅଞ୍ଚଳରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ । ସୂଚନା ରହିଛି କି ଏହି ବୈଠକରେ ସେ ସେନାର ପ୍ରମୁଖ ଓ ବରିଷ୍ଠ ଅଧିକାରୀମାନଙ୍କୁ ଟ୍ରେନିଂ ଚାଲୁ ରଖିବାକୁ କହିଛନ୍ତି । ଏହା ସହିତ ଯୁଦ୍ଧ ପ୍ରସ୍ତୁତିରେ ଲାଗିପଡ଼ିବାକୁ ମଧ୍ୟ କହିଥିବା ଜଣାପଡ଼ିଛି ।

ଗତ ୨୨ ତାରିଖ ଦିନ ଜିନ୍‌ପିଙ୍ଗ ନିଙ୍ଗଚି ରେଳ ଷ୍ଟେସନ୍‌କୁ ଆସିଥିଲେ । ଏହି ଜାଗା ଭାରତୀୟ ସୀମାର ଖୁବ୍‌ ନିକଟରେ । ଆହୁରି ମଧ୍ୟ ତିବ୍ଦତରେ ଦୀର୍ଘସ୍ଥାୟୀ ଶାନ୍ତି ପ୍ରତିଷ୍ଠା ଓ ସମୃଦ୍ଧି ପାଇଁ ପ୍ରତିଶ୍ରୁତି ଦେଇଥିଲେ ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago