କେନ୍ୟୁଜ୍(ବ୍ୟୁରୋ): ଝାଡ଼ଖଣ୍ଡରେ ସରକାର ଗଢ଼ିବ ଜେଏମ୍ଏମ୍-କଂଗ୍ରେସ-ଆରଜେଡି ମେଣ୍ଟ। ଆଉ କିଛି ଘଣ୍ଟା ଭିତରେ ଚିତ୍ର ସ୍ପଷ୍ଟ ହୋଇଯିବ । ତେବେ ବର୍ତ୍ତମାନ ସୁଦ୍ଧା ଗଣତିରେ ଜାମସେଦପୁର ଇଷ୍ଟ ଆଗନରୁ ପଛରେ ଚାଲିଛନ୍ତି ମୁଖ୍ୟମନ୍ତ୍ରୀ ରଘୁବର ଦାସ। ସେପଟେ ଜେଏମ୍ଏମ୍ ମୁଖ୍ୟ ହେମନ୍ତ ସୋରେନ ବାରହାଟ ଓ ଡୁମକା ଆସନରୁ ଆଗରେ ଚାଲିଛନ୍ତି। ଧନଓ୍ଵାରରେ ଆଗରେ ଅଛନ୍ତି ବାବୁଲାଲ ମାରାଣ୍ଡି।
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…