ଜେଏନୟୁରେ ଦେଶବିରୋଧୀ ସ୍ଲୋଗାନ ମାମଲା , ପଟିଆଲା ହାଉସ କୋର୍ଟରେ ଚାର୍ଜସିଟ ଦାଖଲ କରିଛି ଦିଲ୍ଲୀ ପୋଲିସ

କେନ୍ୟୁଜ୍ : ଜେଏନୟୁରେ ଦେଶବିରୋଧୀ ସ୍ଲୋଗାନ ମାମଲାରେ ପଟିଆଲା ହାଉସ କୋର୍ଟରେ ଚାର୍ଜସିଟ ଦାଖଲ କରିଛି ଦିଲ୍ଲୀ ପୋଲିସ । ଚାର୍ଜସିଟ୍‌ରେ ଛାତ୍ର ନେତା କହ୍ନେୟା କୁମାର, ଉମର ଖାଲିଦ ଓ ଅନିର୍ବାନ ଭଟ୍ଟଚାର‌୍ୟ୍ୟଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି । ସେହିପରି ଅନ୍ୟ ୭ଜଣଙ୍କ ନାଁରେ ୨୦ ହଜାର ପୃଷ୍ଠାର ଅଭିଯୋଗ ଫର୍ଦ୍ଦ ଦାଖଲ ହୋଇଛି। ଘଟଣାରେ ସାମିଲ ଥିବା ଅନ୍ୟ ୩୬ ଜଣଙ୍କ ନାଁରେ କୈଣସି ପ୍ରମାଣ ମିଳିନଥିବା ଚାର୍ଜସିଟରେ କୁହାଯାଇଛି ।

ଏମାନଙ୍କ ମଧ୍ୟରେ ବରିଷ୍ଠ ସିପିଆଇ ନେତା ଡି.ରାଜାଙ୍କ ଝିଅ ଓ ଓଡ଼ିଶାର ରାମ ନାଗଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନାହିଁ । ୨୦୧୬ ମସିହାରେ ଜେଏନୟ କ୍ୟାମ୍ପସରେ ଆୟୋଜିତ କାର‌୍ୟ୍ୟକ୍ରମରେ ଦେଶ ବିରୋଧୀ ନାରା ଦେଇଥିବାର ଅଭିଯୋଗ ହୋଇଥିଲା । ଏମାନେ ପାକିସ୍ତାନ ଜିନ୍ଦାବାଦ ବୋଲି କହିଥିଲେ । ଏପଟେ ଘଟଣାର ୩ ବର୍ଷ ପରେ ଚାର୍ଜସିଟ ଦାଖଲ ନେଇ ପ୍ରଶ୍ନ ଉଠାଇଛନ୍ତି କହ୍ନେୟା କୁମାର । ରାଜନୈତିକ ଦୃଷ୍ଟିକୋଣରୁ ତାଙ୍କୁ ଫସା ଯାଇଥିବା ସେ ଅଭିଯୋଗ କରିଛନ୍ତି ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

22 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

24 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

30 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

39 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

39 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

57 mins ago