କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଯୋଗୀ ଆଦିତ୍ୟନାଥ, ନିର୍ବାଚନରେ ସହଯୋଗ ନେଇ ଯୋଗୀଙ୍କ ପ୍ରଶଂସା

କେନ୍ୟୁଜ୍(ବ୍ୟୁରୋ):  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଯୋଗୀ ଆଦିତ୍ୟନାଥ। ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ନୂଆଦିଲ୍ଲୀରେ ଧର୍ମେନ୍ଦ୍ରଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦିଗ୍‌ଦର୍ଶନରେ ଉତ୍ତର ପ୍ରଦେଶରେ ବିଜେପିର ବିପୁଳ ବିଜୟ ନେଇ ଯୋଗୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଯୋଗୀଙ୍କ ନେତୃତ୍ୱରେ ଉତ୍ତର ପ୍ରଦେଶରେ ବିକାଶ ଏବଂ ସୁଶାସନ ଶୀର୍ଷରେ ପହଞ୍ଚିବ ବୋଲି ଧର୍ମେନ୍ଦ୍ର ଆଶା ପୋଷଣ କରିଛନ୍ତି। ବିଜୟରେ ଧର୍ମେନ୍ଦ୍ରଙ୍କ ସହଯୋଗକୁ ପ୍ରଶଂସା କରିଛନ୍ତି ଯୋଗୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.