ଦେଶ ବିଦେଶ

କଙ୍ଗନା ରାଣାଓ୍ଵତଙ୍କୁ ଚଣ୍ଡିଗଡ଼ ବିମାନବନ୍ଦରରେ ମାରିଲେ ଚାପୁଡ଼ା, CISF ଯବାନ ଅଟକ

ଚଣ୍ଡିଗଡ଼ ବିମାନବନ୍ଦରରେ ବିଜେପିର ନବନିର୍ବାଚିତ ସାଂସଦ ତଥା ଅଭିନେତ୍ରୀ କଙ୍ଗନା ରାଣାଓ୍ଵତଙ୍କୁ ଚାପୁଡ଼ା । ଏଭଳି ଅଭିଯୋଗ ଆଣିଛନ୍ତି କଙ୍ଗନା । ତାଙ୍କ ତରଫରୁ ଦିଆଯାଇଥିବା ଅଭିଯୋଗ ଅନୁସାରେ, ସେ ଚଣ୍ଡିଗଡ଼ ବିମାନବନ୍ଦରରେ ପହଞ୍ଚିଥିଲେ । ତାଙ୍କୁ ବିମାନ ଯୋଗେ ଦିଲ୍ଲୀ ଆସିବାର ଥିଲା । ଯେତେବେଳେ ସେ ସୁରକ୍ଷା ଯାଞ୍ଚ ପରେ ବୋର୍ଡିଂ ପାଇଁ ଯାଉଥିଲେ, ସେହି ସମୟରେ ସିଆଇଏସ୍‌ଏଫ୍‌ ୟୁନିଟ୍ ଚଣ୍ଡିଗଡ଼ ବିମାନବନ୍ଦରର ଜଣେ ଯବାନ ତାଙ୍କୁ ଚାପୁଡ଼ା ମାରିଥିଲେ ।

ଏହା ପରେ କଙ୍ଗନା ରାଣାଓ୍ଵତଙ୍କ ସହ ଯାତ୍ରା କରୁଥିବା ମୟାଙ୍କ୍‌ ମଧୁର ଯବାନଙ୍କୁ ଚାପୁଡ଼ା ମାରିବାକୁ ଚେଷ୍ଟା କରିଥିଲେ । ଏହି ଘଟଣାରେ ସମ୍ପୃକ୍ତ ସିଆଇଏସ୍‌ଏଫ୍‌ ଯବାନଙ୍କୁ ଅଟକ ରଖାଯାଇଛି ।

Roshni

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago