୫୦ରେ କେଜରିଓ୍ଵାଲ : ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ : ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍‌ର ଆବାହକ ଅରବିନ୍ଦ କେଜରିଓ୍ଵାଲଙ୍କ ଜନ୍ମ ଦିନ । ତାଙ୍କର ୫୦ତମ ଜନ୍ମଦିନରେ ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ଵିଟ୍‌ କରି ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘ ଜୀବନ କାମନା କରିଛନ୍ତି । ଏହାର ଉତ୍ତରରେ ରି-ଟ୍ଵିଟ୍‌ କରି କେଜରିଓ୍ଵାଲ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ରାଜନୀତିରେ ମୋଦି ଓ କେଜରିଓ୍ଵାଲଙ୍କ ମଧ୍ୟରେ ଅହି-ନକୁଳ ସମ୍ପର୍କ । ସବୁବେଳେ ପରସ୍ପରକୁ ବାକ୍‌ଯୁଦ୍ଧରେ ଆକ୍ରମଣ କରିବାକୁ ପଛାନ୍ତି ନାହିଁ । ତେବେ ଆଜି କେଜରିଓ୍ଵାଲଙ୍କ ଜନ୍ମଦିନରେ ଉଭୟଙ୍କ ସୌହାର୍ଦ୍ଦ୍ୟପୂର୍ଣ୍ଣ ଟ୍ଵିଟ୍‌ ସମସ୍ତଙ୍କୁ ଭଲ ଲାଗିଛି ।

KNews Bureau

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

25 seconds ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

10 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

22 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

29 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

30 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

48 mins ago