ଆଇଆରସିଟିସି ଦୁର୍ନୀତି ମାମଲା , ଲାଲୁ ପ୍ରସାଦ ଯାଦବଙ୍କୁ ଆଶ୍ୱସ୍ତି

ପଟିଆଲା(କେନ୍ୟୁଜ୍) : ଲାଲୁ ପ୍ରସାଦ ଯାଦବଙ୍କୁ ଆଶ୍ୱସ୍ତି । ଆଇଆରସିଟିସି ଦୁର୍ନୀତି ମାମଲାରେ ମିଳିଲା ଅନ୍ତରୀଣ ଜାମିନ୍‌ । ପଟିଆଲା ହାଉସ୍‌ କୋର୍ଟ ତାଙ୍କୁ ଜାମିନ୍‌ ପ୍ରଦାନ କରିଛନ୍ତି । ଆସନ୍ତା ଜାନୁଆରୀ ୧୯ ତାରିଖ ପର‌୍ୟ୍ୟନ୍ତ ସେ ବେଲ୍‌ରେ ରହିବେ । ଏହା ଭିତରେ ସେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ହାଜର ହେବେ । ସେହିପରି ରାବଡୀ ଦେବୀ ଓ ତେଜସ୍ୱୀ ଯାଦବଙ୍କୁ ମଧ୍ୟ ଜାମିନ୍‌ ମିଳିଛି । ଆଇଆରସିଟିସି ଦୁର୍ନୀତି ମାମଲାର ସିବିଆଇ ଓ ଇଡି ଯାଞ୍ଚ କରୁଛନ୍ତି ।

KNews Bureau

Recent Posts

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

11 mins ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

38 mins ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

51 mins ago

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

8 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

11 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

11 hours ago