ସଫାରୀରେ ପର୍ଯ୍ୟଟକଙ୍କ ସହ ସିଂହ କଲା ଏମିତି କାମ, ଭାଇରାଲ ହେଉଛି ଭିଡିଓ

ହିଂସ୍ରଜନ୍ତୁଙ୍କ ସହ ମନୁଷ୍ୟ ମୁହାଁମୁହିଁ ହେବା ଘଟଣା ଆମେ ବହୁତ ଥର ଦେଖିଛେ। ଏଭଳି ଘଟଣା ପ୍ରାୟତଃ ସଫାରୀରେ ଘଟିଥାଏ। ଯେଉଁଥିରେ ପର୍ଯ୍ୟଟକ ମୃତାହତ ମଧ୍ୟ ହୋଇଥାନ୍ତି। ବର୍ତ୍ତମାନ ସେହିଭଳି ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଏକ କେଶରୀ ସିଂହ ଏକ ପର୍ଯ୍ୟଟକ ଗାଡ଼ିକୁ ଗୋଡ଼ାଉଥିବା ଦେଖିବାକୁ ମିଳିଛି।

ଦେଖନ୍ତୁ ଭିଡିଓ:

କର୍ଣ୍ଣାଟକର ବେଲ୍ଲାରୀସ୍ଥିତ ଅଟଳ ବିହାରୀ ବାଜପେୟୀ ପ୍ରାଣୀ ଉଦ୍ୟାନରେ ଏହି ଭିଡିଓଟି ସୁଟିଂ କରାଯାଇଛି। ଭିଡିଓରେ ଏକ ପର୍ଯ୍ୟଟକ ଜିପ୍‌ ପଛରେ ସିଂହଟି ଗୋଡ଼ାଉଥିବା ଦେଖିବାକୁ ମିଳିଛି। ତେବେ ଗାଡ଼ିଟି ଦ୍ରୁତ ବେଗରେ ପଳାଇବାରୁ ସିଂହଟି କାହାର କିଛି କ୍ଷତି କରିପାରିନାହିଁ। ସଫାରୀ ଗାଡ଼ିରେ ବସିଥିବା ଜଣେ ବ୍ୟକ୍ତି ଏହି ଦୃଶ୍ୟକୁ ସୁଟିଂ କରି ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି। ତେବେ ଏହି ଘଟଣାରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି।

WCW 11

Recent Posts

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

32 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

40 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

55 mins ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

1 hour ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

1 hour ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

1 hour ago