ୱାଶିଂଟନ୍ : ଆମେରିକାର ଆଲାକ୍ସାରେ ଭୂମିକଂପ । ହଠାତ ଥରି ଉଠିଥିଲା ସମଗ୍ର ଅଞ୍ଚଳ । ଘରର ଜିନିଷପତ୍ର ଏଣେତେଣେ ବିଛାଡ଼ି ପଡ଼ିଥିଲା । ଘରର ଛାତ ଖସିପଡ଼ିଥିଲା । ରାସ୍ତାରେ ଗାଡ଼ିରେ ଯାଉଥିବା ଲୋକେ ଭୟଭୀତ ହୋଇପଡ଼ିଥିଲେ । ଲୋକମାନେ ଘରୁ ବାହାରକୁ ପଳାଇ ଆସିଥିଲେ । ରିକ୍ଟର ସ୍କେଲରେ ଭୂକଂପର ତୀବ୍ରତା ୭.୦ ରେକର୍ଡ କରାଯାଇଛି ।
ଭୁବନେଶ୍ୱର(କେନ୍ୟୁଜ୍) : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସତର୍କ କଲେ ମୁଖ୍ୟ ସଚିବ ପ୍ରଦୀପ ଜେନା । ଗତ…
ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…
ଭୁବନେଶ୍ୱର (କେନ୍ୟୁଜ୍): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…
କାକଟପୁର(କେନ୍ୟୁଜ୍): ଆଜି ଶେଷ ପର୍ଯ୍ୟାୟରେ କାକଟପୁର ନିର୍ବାଚନ ମଣ୍ଡଳୀରେ ୨୮୦ଟି ବୁଥରେ ଭୋଟ ଗ୍ରହଣ କାର୍ଯ୍ୟ ଚାଲୁରହିଛି । ଏହି…
ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…
ଗଞ୍ଜାମ (କେନ୍ୟୁଜ) : ଆଖୁ ରସ ପିଉଥିଲେ ଏପଟେ ଲୁଟିନେଇ ଚାଲିଗଲେ । ହଁ ଆଜ୍ଞା ଆଖୁ ରସ ପିଉଥିବା…