ଦେଶ ବିଦେଶ

ମହାରାଷ୍ଟ୍ର ରାଜ୍ୟପାଳଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କରୋନା ସଂକ୍ରମିତ

ମହାରାଷ୍ଟ୍ର ରାଜନୈତିକ ମହାସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କରୋନା ସଂକ୍ରମିତ ହୋଇଛନ୍ତି। ଏହାସହିତ ଉଦ୍ଧବ ଠାକରେ ଖବୁଶୀଘ୍ର ଇସ୍ତଫା ଦେଇପାରନ୍ତି ବୋଲି ଖବର ମଧ୍ୟ ସାମ୍ନାକୁ ଆସୁଛି। ଏହି ସୂଚନା କଂଗ୍ରେସ ନେତା କମଲନାଥ ସ୍ପଷ୍ଟ କରିଛନ୍ତି ।

ଏହା ପୂର୍ବରୁ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋଶୟାରୀ ବି କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ ।  ଏବେ ତାଙ୍କୁ ମୁମ୍ବାଇର ଏଚଏନ ରିଲାଏନ୍ସ ମେଡିକାଲରେ ଭର୍ତ୍ତି କରାଯାଇଛି ।

କମଲନାଥଙ୍କୁ କଂଗ୍ରେସ ମହାରାଷ୍ଟ୍ରରେ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ଦିଆଯାଇଛି । କଂଗ୍ରେସ ବିଧାୟକଙ୍କ ସହ ତାଙ୍କର ଏକ ବୈଠକ ମଧ୍ୟ ହୋଇଥିଲା । ଏହା ପରେ କମଲ ନାଥ ଗଣମାଧ୍ୟମକୁ କହିଥିଲେ ଯେ ଉଦ୍ଧବ ଠାକରେଙ୍କୁ ଭେଟି ପାରିଲେନି । କାରଣ ସେ କରୋନା ସଂକ୍ରମିତ ହୋଇଛନ୍ତି । ଏହା ପରେ ସେ ଶରଦ ପାଓ୍ୱାରଙ୍କୁ ଭେଟିବାକୁ ଯିବେ ବୋଲି କହିଛନ୍ତି ।

୧୭ ଜୁନ୍‌କୁ ଉଦ୍ଧବ ଠାକରେ ଏବଂ ଆଦିତ୍ୟ ଠାକରେ ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ। ରାଜ୍ୟପାଳ ପଜିଟିଭ ହେବା ପରେ ଉଦ୍ଧବ ଠାକରେ ମଧ୍ୟ କରୋନା ପଜିଟିଭ ହୋଇଛନ୍ତି।

 

Swagatika

Recent Posts

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

4 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

5 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

10 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

18 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

36 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

39 mins ago