ଅମିତ୍‌ ଶାହଙ୍କୁ ପତ୍ର ଲେଖିଲେ ମଲ୍ଲିକାର୍ଜୁନ ଖଡ୍‌ଗେ, ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ସୁରକ୍ଷାକୁ ନେଇ ଉଠାଇଲେ ପ୍ରଶ୍ନ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପତ୍ର ଲେଖିଛନ୍ତି । ଖଡଗେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଆସାମରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଏବଂ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ରେ ସାମିଲ ଅନ୍ୟ ଲୋକମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାରେ ସେ ହସ୍ତକ୍ଷେପ କରନ୍ତୁ ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପତ୍ର ଲେଖିଛନ୍ତି । ଖଡଗେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଆସାମରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଏବଂ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ରେ ସାମିଲ ଅନ୍ୟ ଲୋକମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାରେ ସେ ହସ୍ତକ୍ଷେପ କରନ୍ତୁ । ଖଡଗେ ଜାନୁୟାରୀ ୨୩ରେ ଏହି ପତ୍ର ଲେଖିଛନ୍ତି ।

ଆସାମରେ ଭାରତ ଯୋଡୋ ନ୍ୟାୟ ଯାତ୍ରାର ସୁରକ୍ଷାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ଅମିତ ଶାହଙ୍କୁ ପତ୍ର ଲେଖି ପ୍ରଶ୍ନ ଉଠାଇଛନ୍ତି। ଏଥିରେ ଖଡ୍‌ଗେ ୫ଟି ପଏଣ୍ଟ ଲେଖି କହିଛନ୍ତି, କେମିତି ଆସାମରେ ରାହୁଲ ଗାନ୍ଧିଙ୍କ ଯାତ୍ରାକୁ ସମସ୍ୟାର ସାମ୍ନା କରିବାକୁ ପଡ଼ିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.