ଦେଶ ବିଦେଶ

ଜାନୁଆରୀ ୨୨ରେ ମମତା ବାନାର୍ଜୀ କରିବେ ସଦ୍ଭାବନା ରାଲି

ଜାନୁଆରୀ ୨୨ରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କରିବେ ସଦ୍ଭାବନା ରାଲି। ଆଜି ଏହି ଘୋଷଣା କରିଛନ୍ତି ମମତା। ଏଥିସହ ସେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେବେନାହିଁ ବୋଲି ସଙ୍କେତ ଦେଇଛନ୍ତି। ତାଙ୍କ ଦଳ ତୃଣମୂଳ କଂଗ୍ରେସ- ଟିଏମସି ସମସ୍ତ ଧର୍ମର ଲୋକମାନଙ୍କ ସହିତ ସମନ୍ୱୟ ପାଇଁ ଏକ ରାଲି କରିବ। ୨୨ ତାରିଖ ସକାଳେ ମମତା କାଳିଘାଟ ମନ୍ଦିରରେ ଦେବୀ କାଳୀଙ୍କୁ ପୂଜା କରିବା ପରେ ଦକ୍ଷିଣ କୋଲକାତାର ହଜ୍ରା କ୍ରସିଂରୁ ଶୋଭାଯାତ୍ରା ଆରମ୍ଭ କରିବେ। ତା’ପରେ ସମସ୍ତ ଧର୍ମର ଲୋକଙ୍କ ସହ ସମନ୍ୱୟ ସମାବେଶରେ ଭାଗ ନେବେ। ଏକ ପ୍ରେସ୍ ରିଲିଜରେ ମମତା ଆଜି ଏହି ସୂଚନା ଦେଇଛନ୍ତି।…

Niharanjan

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

4 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

7 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

7 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

8 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

10 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

10 hours ago