ଦେଶ ବିଦେଶ

ବୁଲା କୁକୁର ସହ ଦୁଷ୍କର୍ମ କରୁଥିବାର ଦୃଶ୍ୟ ଭାଇରାଲ ହେଲା ସୋସିଆଲ ମିଡିଆରେ,କାର୍ଯ୍ୟାନୁଷ୍ଠାନ ପାଇଁ ପଶୁପ୍ରେମୀଙ୍କ ଦାବି

ନୂଆଦିଲ୍ଲୀ : ଅମାନବୀୟତାର ସମସ୍ତ ସୀମା ପାର କରିଦେଇଛି ଏହି ଭିଡିଓ । ଯେକେହି ଦେଖିଲେ ଘୃଣାରେ ନାକ ନ ଟେକି ରହି ପାରିବେ ନାହିଁ । ଦିଲ୍ଲୀର ହରିନଗର ଅଂଚଳରେ ଘଟିଛି ଏପରି ଏକ ଘଟଣା । ଜଣେ ବ୍ୟକ୍ତି ଏକ ବୁଲା କୁକୁର ସହ ଦୁଷ୍କର୍ମ କରୁଥିବାର ଦୃଶ୍ୟ କଏଦ ହୋଇଛି ସସିଟିଭି କ୍ୟାମେରାରେ । ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହା ପଶୁପ୍ରେମୀ ଓ ପଶୁକର୍ମୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି ।

ସୋସିଆଲ ମିଡିଆରେ ସେୟାର ହେବା ପରେ ୟୁଜର୍ସମାନଙ୍କ ଠାରୁ ବିଭିନ୍ନ ପ୍ରତିକ୍ରିୟା ମିଳିବାକୁ ଲାଗିଛି । କେହି କେହି ପଶୁ ଉପରେ ଅତ୍ୟାଚାର କହୁଥିବା ବେଳେ କେହି ଏହାକୁ ଏକ ଘୃଣ୍ୟ କାର୍ଯ୍ୟ ବୋଲି କହିଛନ୍ତି । ଅଭିଯୁକ୍ତ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିବାରୁ ଦିଲ୍ଲୀ ପୋଲିସକୁ ସମାଲୋଚନା କରିଛନ୍ତି ପଶୁପ୍ରେମୀ ଓ ସୋସିଆଲ ମିଡିଆ ୟୁଜର୍ସମାନେ ।

ସୋସିଆଲ ମିଡିଆରେ ପୋଲିସକୁ ଆକ୍ଷେପ କରାଯିବା ପରେ ଏହାକୁ ଅପରାଧ ଭାବେ ଦିଲ୍ଲୀ ପୋଲିସ ଗ୍ରହଣ କରିଛି । ଘଟଣାର ତଦନ୍ତ କରି ତୁରନ୍ତ କାର୍ଯ୍ୟନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାଯାଇଛି ।

 

Niharanjan

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

37 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

46 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

58 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

1 hour ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

1 hour ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

1 hour ago