ଗୋଆ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମନୋହର ପାରିକର

ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କୁ ଶନିବାର ରାତିରେ ମେଡିକାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ କାର‌୍ୟ୍ୟାଳୟରୁ ଏହି ସୂଚନା ମିଳିଛି ଯେ ପାରିକର Gastrointestinal ଏଣ୍ଡୋସ୍କୋପି ପାଇଁ ଗୋଆ ମେଡିକାଲ କଲେଜକୁ ନିଆଯାଇଛି। ସିଏମଓ ସୂଚନା ଦେଇଛନ୍ତି ଯେ ୬୩ ବର୍ଷିୟା ପାରିକରଙ୍କୁ ପ୍ରାୟ ୪୮ ଘଣ୍ଟା ପର୍ଯ୍ୟନ୍ତ ଅବଜରଭେସନରେ ରଖାଯିବ। ହସପିଟାଲ ବାହାରେ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି। ଏହା ପୂର୍ବରୁ ଶନିବାର ଦିନ କିଛି ମିଡିଆ ରିପୋଟର ମାନେ ଏହା ଜଣାଇଥିଲେ ଯେ ମନୋହର ପାରିକର ଲାଇଫ୍ ସପୋର୍ଟରେ ଅଛନ୍ତି। ଯାହାକୁ ଗୋଆ ର ବରିଷ୍ଠ ମୁଖ୍ୟମନ୍ତ୍ରୀ ଖାରଜ କରିଦେଇଛନ୍ତି। ମନୋହର ପାରିକରଙ୍କ ସ୍ବାସ୍ଥ୍ୟ ବହୁତ ଦିନ ହେବ ଭଲ ନଥିଲା ଏବଂ ତାଙ୍କର ନିୟମିତ ଭାବରେ ଚିକିତ୍ସା ଚାଲୁଥିଲା।

Pritiparna

Recent Posts

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

7 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

10 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

17 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

20 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

55 mins ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

1 hour ago