ଦେଶ ବିଦେଶ

‘ଇସ୍ରାଏଲ୍‌ ଓ ଇରାନ୍‌ ଯାତ୍ରାରୁ ଦୂରେଇ ରୁହନ୍ତୁ ଭାରତୀୟ’, ମଧ୍ୟ-ପୂର୍ବରେ ଉତ୍ତେଜନା ଭିତରେ କେନ୍ଦ୍ରର ଆଡ୍‌ଭାଇଜରୀ

ବୈଦେଶିକ ମନ୍ତ୍ରଣାଳୟ ଇରାନ ଓ ଇସ୍ରାଏଲ ପାଇଁ ଟ୍ରାଭେଲ ଆଡ୍‌ଭାଇଜରୀ ଜାରି କରିଛି । ଆଗାମୀ ସୂଚନା ଯାଏ ଇରାନ୍‌ କିମ୍ବା ଇସ୍ରାଏଲ ଯାତ୍ରା ନ କରିବାକୁ ସମସ୍ତ ଭାରତୀୟଙ୍କୁ ପରାମର୍ଶ ଦେଇଛି ମନ୍ତ୍ରଣାଳୟ । ମନ୍ତ୍ରଣାଳୟ ଇରାନ ଓ ଇସ୍ରାଏଲରେ ରହୁଥିବା ଭାରତୀୟଙ୍କୁ ଅନୁରୋଧ କରିଛି ଯେ ସେମାନେ ଭାରତୀୟ ଦୂତାବାସ ସହିତ ଯୋଗାଯୋଗରେ ରୁହନ୍ତୁ ଏବଂ ନିଜର ରେଜିଷ୍ଟ୍ରେସନ କରାନ୍ତୁ ।

ବୈଦେଶିକ ମନ୍ତ୍ରଣାଳୟ ଶୁକ୍ରବାର ଏ ନେଇ ବିଜ୍ଞପ୍ତି ଜାରି କରିଛି । ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ଇରାନ୍‌ ଏବଂ ଇସ୍ରାଏଲ ଯାତ୍ରାଠାରୁ ଦୂରେଇ ରହିବାକୁ ଭାରତୀୟମାନଙ୍କୁ କୁହାଯାଇଛି । ତେବେ ଏହି ନିର୍ଦ୍ଦେଶାବଳୀ ସେହି ରିପୋର୍ଟ ଭିତରେ ଜାରି କରାଯାଇଛି, ଯେଉଁଥିରେ କୁହାଯାଇଛି କି, ଇରାନ୍‌ ଆଗାମୀ ୪୮ ଘଣ୍ଟା ଭିତରେ ଇସ୍ରାଏଲ ଉପରେ ଆକ୍ରମଣ କରିପାରେ ।

ଯେଉଁ ଭାରତୀୟ ବର୍ତ୍ତମାନ ଇରାନ୍‌ ଓ ଇସ୍ରାଏଲରେ ରହୁଛନ୍ତି, ସେମାନଙ୍କୁ ଭାରତୀୟ ଦୂତାବାସ ସହିତ ଯୋଗାଯୋଗରେ ରହିବାକୁ ଏବଂ ନିଜର ରେଜିଷ୍ଟ୍ରେସନ କରାଇବାକୁ ମନ୍ତ୍ରଣାଳୟ ଅନୁରୋଧ କରିଛି । ଏହା କହିଛି ଯେ ଭାରତୀୟମାନେ ନିଜ ସୁରକ୍ଷାକୁ ନେଇ ଅତ୍ୟଧିକ ସାବଧାନତା ଅବଲମ୍ବନ କରନ୍ତୁ ଏବଂ ନିଜର ଯିବାଆସିବାକୁ ସୀମିତ ରଖନ୍ତୁ ।

Roshni

Recent Posts

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…

4 mins ago

ଗ୍ରାହକଙ୍କୁ ଆଶ୍ୱସ୍ତି, ମାସ ଆରମ୍ଭରୁ କମିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…

12 mins ago

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

38 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

51 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

1 hour ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago