୨୧ଦିନ ହେଲା ମେଘାଳୟ କୋଇଲା ଖଣିରେ ଫସି ରହିଛନ୍ତି ୧୫ ଶ୍ରମିକ : ଏସଂପର୍କିତ ଏକ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ମେଘାଳୟ : ୨୧ଦିନ ହେଲା ମେଘାଳୟ କୋଇଲା ଖଣିରେ ଫସି ରହିଛନ୍ତି ଶ୍ରମିକ । ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଜୋରଦାର ଚେଷ୍ଟା ଚାଲିଛି। ମୋଟର ପମ୍ପ ସାହାଯ୍ୟରେ ଖଣିରୁ ପାଣି ବାହାର କରିବା କାମ ଆରମ୍ଭ କରିଛି ଓଡ଼ିଶା ଅଗ୍ନିଶମ ଟିମ୍ । ଖଣିକୁ ପାଣି ପଶୁଥିବା ସ୍ଥାନରୁ ମଧ୍ୟ ଜଳ ନିଷ୍କାସନ କରାଯାଉଛି ।

ସେପଟେ ଫଶି ରହିଥିବା ୧୫ଜଣ ଶ୍ରମିକଙ୍କୁ ଉଦ୍ଧାର ଲାଗି ଜରୁରୀ ପଦକ୍ଷେପ ଗ୍ରହଣ କରିବା ନେଇ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଡିସେମ୍ବର ୧୩ ତାରିଖରୁ ମେଘାଳୟର ଇଷ୍ଟ ଜୟନ୍ତିଆ ଜିଲ୍ଲାରେ କୋଇଲା ଖଣିରେ ପାଣି ପସିବା ଫଳରେ ୧୫ଜଣ ଶ୍ରମିକ ଫସିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାକୁ ନୌସେନା, ଓଡ଼ିଶା ଅଗ୍ନିଶମ ବିଭାଗ, କୋଲ ଇଣ୍ଡିଆ ଲିମିଟେଡ୍ର ଓ ଏନ୍ଡିଆରଏଫର ବୁଡ଼ାଳି ଓ କର୍ମଚାରୀ ଉଦ୍ଧାର କାର‌୍ୟ୍ୟରେ ନିୟୋଜିତ ଅଛନ୍ତି।

KNews Bureau

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

43 mins ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

57 mins ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

1 hour ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

1 hour ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

2 hours ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

2 hours ago