ନିର୍ଭୟା ମାମଲା, ତୃତୀୟ ଦୋଷୀ ଅକ୍ଷୟ ଠାକୁରର ରାଜକ୍ଷମା ଆବେଦନକୁ ଖାରଜ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ନିର୍ଭୟା ଦୋଷୀ ଅକ୍ଷୟ ଠାକୁରର ରାଜକ୍ଷମାକୁ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରି ଦେଇଛନ୍ତି । ଫାଶୀରୁ ବଞ୍ଚିବା ପାଇଁ ପୂର୍ବରୁ ମୁକେଶ ଓ ବିନୟ ଶର୍ମାର ମଧ୍ୟ ରାଜକ୍ଷମା ଆବେଦନ ଖାରଜ ହୋଇଥିଲା । ଚତୁର୍ଥ ଦୋଷୀ ପବନ ଗୁପ୍ତା ଏପର୍ଯ୍ୟନ୍ତ ରାଜକ୍ଷମା ଆବେଦନ କରି ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.