ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

ପ୍ରଧାନମନ୍ତ୍ରୀ ଭାବରେ ଦ୍ବିତୀୟ ଥର ପାଇଁ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋଦିଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଗତକାଲି ଆରମ୍ଭ ହୋଇଛି ମୋଦି ସରକାରଙ୍କ ଦ୍ବିତୀୟ ଇନିଂସ। ମୋଦିଙ୍କ ସହିତ ୨୪ ଜଣ କ୍ୟାବିନେଟ ମନ୍ତ୍ରୀ, ୯ ଜଣ ସ୍ବାଧୀନ ପାହ୍ୟା ରାଷ୍ଟ୍ରମନ୍ତ୍ରୀ ଏବଂ ୨୪ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି।

ତେବେ ବର୍ତ୍ତମାନ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ଆରମ୍ଭ ହୋଇଛି ବିଭାଗ ବଣ୍ଟନ।

କ୍ୟାବିନେଟ ମନ୍ତ୍ରୀ

cabinet final

ରାଷ୍ଟ୍ରମନ୍ତ୍ରୀ

rastra mantri final

ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ)

rastra mnatri indipendent final

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.