ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ପ୍ରଥମ କେରଳ ଗସ୍ତ, ପ୍ରସିଦ୍ଧ ଗୁରବାୟୂର କୃଷ୍ଣ ମନ୍ଦିରରେ କରିଛନ୍ତି ପୂଜାର୍ଚ୍ଚନା

କେରଳ(କେନ୍ୟୁଜ୍): କେରଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ଏହା ହେଉଛି ମୋଦିଙ୍କ ପ୍ରଥମ କେରଳ ଗସ୍ତ । କେରଳର ପ୍ରସିଦ୍ଧ ଗୁରବାୟୂର କୃଷ୍ଣ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ମୋଦି ।

ଏହା ହେଉଛି କେରଳର ବହୁ ପୁରୁଣା ମନ୍ଦିର । ମନ୍ଦିରର ଗର୍ଭଗୃହରେ ଶ୍ରୀକୃଷ୍ଣଙ୍କ ମୂର୍ତ୍ତି ରହିଛି । ଏହି ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ମୋଦି । ଏହା ପରେ ମୋଦି ଦିଲ୍ଲୀ ଫେରିଯିବେ । ଦିଲ୍ଲୀରୁ ମୋଦି ଆଜି ମାଲଦୀପ ଓ ଶ୍ରୀଲଙ୍କା ଗସ୍ତରେ    ଯିବେ ।

KNews Bureau

Recent Posts

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

9 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

22 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

40 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

46 mins ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

51 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

1 hour ago