ଦେଶ ବିଦେଶ

“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହେଉଛନ୍ତି ’ବସ୍‌’, ମୋଦିମୟ ସିଡନୀ

ମୋଦିମୟ ସିଡନୀ । ବିଦେଶ ମାଟିରେ ମୋଦିଙ୍କୁ ସ୍ୱଦେଶୀ ସ୍ୱାଗତ । ପ୍ରାୟ ୨୦ ହଜାର ଭାରତୀୟଙ୍କୁ ନେଇ ସିଡନୀର ଅଲିମ୍ପିକ ପାର୍କ, ହୋଇଉଠିଥିଲା ଉତ୍ସବମୁଖର । ପୂରା ପରିବେଶ ମୋଦି ମୋଦି ସ୍ଲୋଗାନରେ କମ୍ପି ଉଠିଥିଲା। ଭାରତୀୟ ଲୋକନୃତ୍ୟ ଗୀତରେ ମୋଦିଙ୍କୁ ସ୍ୱାଗତ କରାଯାଇଥିଲା ।

ଏହି ଅବସରରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଦ୍ଧିତ କରି ମୋଦି କହିଛନ୍ତି ଭାରତ ଦୁନିଆର ସବୁଠାରୁ ବଡ଼ ଯୁବ ଟ୍ୟାଲେଣ୍ଟ ଫ୍ୟାକ୍ଟ୍ରି । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଶଂସା କରିବାକୁ ପଛାଇ ନଥିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେସ । କହିଥିଲେ “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହେଉଛନ୍ତି ’ବସ୍‌’ । ତାଙ୍କର ସ୍ୱାଗତ କରିବା ହେଉଛି ମୋ ପାଇଁ ସୌଭାଗ୍ୟ ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

38 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago