ମୋଦିଙ୍କ ଋଷ ଗସ୍ତର ଆଜି ଦ୍ୱିତୀୟ ଦିନ, ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ବାର୍ତ୍ତା ବେଳେ ଉଠାଇଛନ୍ତି ଜାକିର ନାଇକ ପ୍ରସଙ୍ଗ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଋଷ ଗସ୍ତର ଆଜି ଦ୍ୱିତୀୟ ଦିନ । ମାଲେସିଆ ପ୍ରଧାନମନ୍ତ୍ରୀ ମହାତିର ମୋହମ୍ମଦଙ୍କ ସହ ଆଲୋଚନା କରିଛନ୍ତି ମୋଦି । ଏହି ଦ୍ୱିପାକ୍ଷିକ ବାର୍ତ୍ତା ବେଳେ ଜାକିର ନାଇକ ପ୍ରସଙ୍ଗ ଉଠାଇଛନ୍ତି ମୋଦି । ଦୁଇ ଦେଶର ଅଧିକାରୀ ଏହି ମାମଲାରେ ଲଗାତର ସଂପର୍କରେ ରହିବେ ବୋଲି ନିଷ୍ପତ୍ତି ହୋଇଛି । ଜାକିର ନାଇକଙ୍କୁ ଭାରତ ଆଣିବା ପାଇଁ ଅନେକ ପ୍ରୟାସ କରାଯାଉଛି । ଏହା ସହ ଆଜି ପ୍ରଧାନମନ୍ତ୍ରୀ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି । ଖୁବ୍‌ ଶୀଘ୍ର ସିଞ୍ଜୋ ଆବେ ଭାରତ ଗସ୍ତରେ ଆସିବେ । ଦୁଇ ଦେଶ ମଧ୍ୟରେ ଟୁ ପ୍ଲସ ଟୁ ମନ୍ତ୍ରୀ ସ୍ତରୀୟ ବୈଠକ ହେବ । ଏଥିରେ ବିଦେଶ ମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀ ସାମିଲ ହେବେ । ଏହା ସହ ପ୍ରଧାନମନ୍ତ୍ରୀ ଆଜି ଇଷ୍ଟର୍ଣ୍ଣ ଇକୋନୋମିକ୍‌ ଫୋରମ୍‌ରେ ଭାଗ ନେବେ । ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ୍‌ଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।

KNews Bureau

Recent Posts

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

11 mins ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

54 mins ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

2 hours ago

ସୁରକ୍ଷିତ ଦେଶ ଯେଉଁଠି ସ୍କୁଲ ହେଉ କି ସପିଂ ମଲ୍‌ ପିଲାମାନେ ଏକା ଯାଆନ୍ତି

ସାଧାରଣତ ଯେତେବେଳେ ପିଲାମାନେ ବିଦ୍ୟାଳୟକୁ ଯାଆନ୍ତି, ଲୋକମାନେ ସେମାନଙ୍କର ସୁରକ୍ଷା ପାଇଁ ଚିନ୍ତିତ ହୁଅନ୍ତି । ଆମେ ସେମାନଙ୍କୁ ଏକୁଟିଆ…

2 hours ago

ଦିଲ୍ଲୀରେ ବିଦ୍ୟୁତ ସଙ୍କଟ, ଦିନ ୨ ଟାରୁ ନାହିଁ କରେଣ୍ଟ

ଡହ ଡହ ଖରାରେ ଜଳୁଛି ସାରା ଦେଶ । ଗୁଳୁଗୁଳି ସାଙ୍ଗକୁ ଅସହ୍ୟ ତାତି । କିନ୍ତୁ ଏହାରି ଭିତରେ…

2 hours ago

ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ମୋହନ ମାଝିଙ୍କ ରାଜନୈତିକ ଜୀବନ ଯାତ୍ରା

(କେନ୍ୟୁଜ) : ଉଠିଲା ପରଦା । ହଟିଲା ସସପେନସ । ସାମ୍ନାକୁ ଆସିଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ।…

4 hours ago