Below header

ବଢ଼ିଲା ବାଜପେୟୀଙ୍କ ଅସୁସ୍ଥତା, ଭେଟିଲେ ମୋଦି

ନୂଆଦିଲ୍ଲୀ : ପୁଣି ବିଗିଡ଼ିଛି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟ । ଆଜି ତାଙ୍କୁ ଦିଲ୍ଲୀ ଏମ୍‌ସରେ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପୂର୍ବରୁ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ତାଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ । ଗତ ଜୁନ୍‌ ୧୧ ତାରିଖରୁ ଅସୁସ୍ଥ ବାଜପେୟୀ ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି । ଦୀର୍ଘ ୯ ବର୍ଷ ହେବ ସେ ଅସୁସ୍ଥ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.