ବିଜୁ ପଟ୍ଟନାୟକଙ୍କ ଜନ୍ମ ବାର୍ଷିକୀରେ ଟ୍ବିଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବିଜୁ ପଟ୍ଟନାୟକଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ ପାଇଁ ତାଙ୍କର ଭବିଷ୍ୟତ ଦୃଷ୍ଟିକୋଣ, ମାନବ ସଶକ୍ତି ତଥା ସାମାଜିକ ନ୍ୟାୟ ଉପରେ ଗୁରୁତ୍ୱ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଇଥାଲ ବୋଲି କହିଛନ୍ତି ମୋଦି ।

ଓଡ଼ିଶାର ଅଗ୍ରଗତି ପାଇଁ ତାଙ୍କ ଉଦ୍ୟମ, ଦେଶକୁ ଗର୍ବିତ କରିଥାଏ ବୋଲି ଟୁଇଟରେ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.