ଦେଶ ବିଦେଶ

ଆଣ୍ଡାମାନରେ ପାଦ ଦେଲା ମୌସୁମୀ, ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ହେବ ସକ୍ରିୟ

ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି । ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ ଓଡ଼ିଶା ମୌସୁମୀର ପ୍ରଥମ ସ୍ପର୍ଶ ପାଇବ ।

ଏବର୍ଷ ମୌସୁମୀ ବାୟୁ ଭାରତରେ ସଅଳ ପ୍ରବେଶ କରିଛି । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା, ଏବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଭାରତରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରତିବର୍ଷ ମୌସୁମୀ ପ୍ରାୟତଃ ଜୁନ୍‌ ୧ ତାରିଖରେ କେରଳ ଉପକୂଳ ଛୁଇଁଥାଏ । ଏବର୍ଷ ଆଗୁଆ ଆସିବା ସମ୍ଭାବନା ରହିଛି । ଆଇଏମଡି ପୂର୍ବାନୁମାନ କରିଥିଲା, ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷା ସ୍ୱାଭାବିକ ରହିବ । ଲଙ୍ଗ ପରିୟଡ୍‌ ଆଭରେଜ ବର୍ଷା ପରିମାଣ ୯୯ ପ୍ରତିଶତ ଆକଳନ କରାଯାଇଛି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago