ଦେଶ ବିଦେଶ

କେରଳ ଛୁଇଁଲା ମୌସୁମୀ, ଓଡ଼ିଶା ପାଇଁ ପାଗ ଅନୁକୂଳ ହୋଇନଥିବା IMD ପକ୍ଷରୁ ସୂଚନା

ଭୁବନେଶ୍ବର(କେନ୍ୟୁଜ୍‌): କେରଳ ଛୁଇଁଲା ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। ନିର୍ଦ୍ଧାରିତ ତାରିଖ ଜୁନ୍‌ ୧ ଠାରୁ ୩ ଦିନ ଆଗରୁ ପହଞ୍ଚିଲା ମୌସୁମୀ। ସାଧାରଣତଃ ଜୁନ୍‌ ପହିଲାରେ ମୌସୁମୀ ପହଞ୍ଚିଥାଏ। ଏଥର ମେ ୨୭ରେ ଛୁଇଁବ ବୋଲ ପୂର୍ବାନୁମାନ କରିଥିଲା IMD। ଆରବ ସାଗର ଓ ବଙ୍ଗୋପ ସାଗର ଆଡକୁ ଅଗ୍ରସର ହୋଇଛି ମୌସୁମୀ ବାୟୁ । ତାମିଲନାଡୁ ଦକ୍ଷିଣରେ ମଧ୍ୟ ମୌସୁମୀ ପ୍ରବେଶ କରିଛି ।

ମୌସୁମୀ ବାୟୁ ପ୍ରଭାବରେ କେରଳ ଉପକୂଳରେ ବର୍ଷା ଆରମ୍ଭ ହୋଇଛି। ତେବେ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ହୋଇନଥିବା ସୂଚନା ଦେଇଛନ୍ତି IMD DG ମୃତ୍ୟୁଞ୍ଜୟ ମହାପାତ୍ର । ସାଧାରଣତଃ ଜୁନ ୧୨ରୁ ୧୫ ଭିତରେ ମୌସୁମୀ ଆସିଥାଏ ।

Sonalisa

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

6 mins ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

21 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

37 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

50 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

59 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

1 hour ago