ଲୋକସଭା ନିର୍ବାଚନ ପୂର୍ବରୁ ମମତା ବାନାର୍ଜୀଙ୍କୁ ଝଟକା, ସାଂସଦ ପଦରୁ ଇସ୍ତଫା ଦେଲେ ମିମି ଚକ୍ରବର୍ତ୍ତୀ
ତୃଣମୂଳ କଂଗ୍ରେସ ସାଂସଦ ମିମି ଚକ୍ରବର୍ତ୍ତୀ ସଂସଦ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫା ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀକୁ ଦେଇଛନ୍ତି । ୨୦୧୯ ଲୋକସଭା ନିର୍ବାଚନରେ ମିମି ଚକ୍ରବର୍ତ୍ତୀ ଯାଦବପୁର ସିଟରେ ବିଜୟ ହାସଲ କରିଥିଲେ ।
ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କୁ ଝଟକା ଲାଗିଛି । ତୃଣମୂଳ କଂଗ୍ରେସ ସାଂସଦ ମିମି ଚକ୍ରବର୍ତ୍ତୀ ସଂସଦ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫା ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀକୁ ଦେଇଛନ୍ତି । ୨୦୧୯ ଲୋକସଭା ନିର୍ବାଚନରେ ମିମି ଚକ୍ରବର୍ତ୍ତୀ ଯାଦବପୁର ସିଟରେ ବିଜୟ ହାସଲ କରିଥିଲେ ।
TMC MP Mimi Chakraborty resigns from the post of MP. Details awaited. pic.twitter.com/LbTfpQdkxv
— ANI (@ANI) February 15, 2024