ସାତ କୋଟିର ଜାଲ୍‌ ନୋଟ ଜବତ କଲା ମୁମ୍ବାଇ ପୋଲିସ୍ କ୍ରାଇମବ୍ରାଞ୍ଚ, ୭ ଗିରଫ

ମୁମ୍ବାଇ: ୭ କୋଟିର ଜାଲ୍‌ ନୋଟ । ନକଲି ୨ ହଜାର ଟଙ୍କିଆ ନୋଟ । ୫୦ ହଜାର କି ଲକ୍ଷେ ନୁହେଁ । ଏକାବେଳେ ୭ କୋଟି ଟଙ୍କାର ନକଲି ନୋଟ ଜବତ କରିଛି ମୁମ୍ବାଇ ପୋଲିସ କ୍ରାଇମବ୍ରାଞ୍ଚ । ଏହି ମାମଲାରେ ୭ ଜଣଙ୍କୁ ଗିରଫ କରାଯାଇଛି ।

ଗିରଫ ୭ ଜଣଙ୍କୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି ମୁମ୍ବାଇ ପୋଲିସ କ୍ରାଇମବ୍ରାଞ୍ଚ୍‌ । ଗିରଫ ପରେ ସମସ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଜାନୁଆରୀ ୩୧ ପର୍ଯ୍ୟନ୍ତ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.