ମୁମ୍ବାଇ: ୭ କୋଟିର ଜାଲ୍ ନୋଟ । ନକଲି ୨ ହଜାର ଟଙ୍କିଆ ନୋଟ । ୫୦ ହଜାର କି ଲକ୍ଷେ ନୁହେଁ । ଏକାବେଳେ ୭ କୋଟି ଟଙ୍କାର ନକଲି ନୋଟ ଜବତ କରିଛି ମୁମ୍ବାଇ ପୋଲିସ କ୍ରାଇମବ୍ରାଞ୍ଚ । ଏହି ମାମଲାରେ ୭ ଜଣଙ୍କୁ ଗିରଫ କରାଯାଇଛି ।
ଗିରଫ ୭ ଜଣଙ୍କୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି ମୁମ୍ବାଇ ପୋଲିସ କ୍ରାଇମବ୍ରାଞ୍ଚ୍ । ଗିରଫ ପରେ ସମସ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଜାନୁଆରୀ ୩୧ ପର୍ଯ୍ୟନ୍ତ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି।
ବଲିଉଡ ଭାଇଜାନଙ୍କୁ ହତ୍ୟା କରିବା ଷଡଯନ୍ତ୍ର ଉଦ୍ୟମ ପଣ୍ଡ । ନଭି ମୁମ୍ବାଇରେ ଥିବା ପନ୍ଭେଲ ସ୍ଥିତ ଫାର୍ମ ହାଉସରେ…
ପୁରୀ(କେନ୍ୟୁଜ୍):ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି ପାଇଛି…
ଅନନ୍ଦପୁର(କେନ୍ୟୁଜ୍): ଆଜିକା ସମୟରେ ମହିଳାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ । ତେବେ ଏଥିପାଇଁ କେବଳ ଆବଶ୍ୟକ ଗଭୀର…
ଚଳିତ ବର୍ଷ ସମଗ୍ର ଭାରତରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରିରହିଛି । ଏପରି ପରିସ୍ଥିତିରେ, ଘର ହେଉ କିମ୍ବା ଅଫିସ୍…
ଇଣ୍ଡିଗୋ ବିମାନକୁ ପୁଣି ବୋମା ଧମକ । ଚେନ୍ନାଇରୁ ମୁମ୍ବାଇ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମାରେ ଉଡ଼ାଇ ଦେବାକୁ…
କଣ୍ଟାବାଞ୍ଜି(କେନ୍ୟୁଜ୍): goodଯାହାଫଳରେ ଏହି ଟ୍ରାକରେ ଟ୍ରେନ୍ ଚଳାଚଳ ବନ୍ଦ ହୋଇଥିଲା । ଖୋଦ ସମ୍ବଲପୁର ଡିଭିଜନ ଡିଆରଏମ ଓ ରେଳବାଇ…