ଦିଲ୍ଲୀ: କରୋନା ମୁକାବିଲା ପାଇଁ ଆରମ୍ଭ ହୋଇଛି ନ୍ୟାସନାଲ୍ ଟେଲି କନସଲଟେସନ୍ ସେଣ୍ଟର । ଉଦଘାଟନ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ । ଭାଇରସ୍ ସଂକ୍ରମିତ ଲୋକଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ଅନ୍ୟ ଡାକ୍ତରଙ୍କ ସହ ଯୋଗାଯୋଗ କରି ପାରିବେ । ଟେଲି ମେଡିସିନ୍ ପାଇଁ ଗାଇଡ୍ ଲାଇନ୍ ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ।
ଯେଉଁମାନେ ହସ୍ପିଟାଲ ଯାଇପାରିବେନି, ସେମାନେ ଟେଲି ମେଡିସିନ୍ ଜରିଆରେ ଡାକ୍ତରଙ୍କ ଠାରୁ ପରାମର୍ଶ ନେଇ ପାରିବେ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ।
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…
ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍ ମାଧ୍ୟମରେ ମିଳିଛି, ଯାହାକୁ…
ଭାରତୀୟ ଟିମ୍ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍ ବ୍ରିଜଟାଉନରେ କଠିନ ଅଭ୍ୟାସ…
ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍ କରିବା ପରେ ମଧ୍ୟ…
କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…
ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…