ଏମବିବିଏସ ଓ ବିଡିଏସ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ କାଉନସେଲିଂ

କେନ୍ୟୁଜ୍: ଏମବିବିଏସ ଓ ବିଡିଏସ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ କାଉନସେଲିଂ । ଏଥିପାଇଁ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ୍‌। ନିଟ୍‌ ର‍୍ୟାଙ୍କଧାରୀ ଛାତ୍ରଛାତ୍ରୀ ojee.nic.in ଓ odishajee.com ରେ ଲଗ୍‌ ଅନ୍‌ କରି ରେଜିଷ୍ଟ୍ରେସନ୍‌ କରିବେ। ଏହି ପ୍ରକ୍ରିୟା ୨୫ ତାରିଖ ରାତି ୧୨ଟା ପର୍ଯ୍ୟନ୍ତ ଚାଲିବ। ଏହାପରେ ୨୬ ତାରିଖରୁ ୨୯ ତାରିଖ ଯାଏଁ ନୋଡାଲ ସେଣ୍ଟରଗୁଡ଼ିକରେ ଡକ୍ୟୁମେଣ୍ଟ ଭେରିଫିକେସନ୍‌ କରାଯିବ । ଦେଶର ସମସ୍ତ ସରକାରୀ ଓ ଘରୋଇ ମେଡିକାଲ କଲେଜ ସମେତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ଏକକ ବିଶ୍ୱବିଦ୍ୟାଳୟରେ ୧୫ ପ୍ରତିଶତ ସର୍ବଭାରତୀୟ କୋଟା ଓ ୮୫ ପ୍ରତିଶତ ରାଜ୍ୟ କୋଟା ପୂରଣ ପାଇଁ ଓଜେଇଇ କର୍ତ୍ତୃପକ୍ଷ କାଉନସେଲିଂ କରିବେ। ପ୍ରଥମ ପର୍ଯ୍ୟାୟ ମେରିଟ୍‌ ତାଲିକା ଜୁଲାଇ ୧ ତାରିଖରେ ପ୍ରକାଶ ପାଇବ । ଏହାପରେ ଛାତ୍ରଛାତ୍ରୀ ଚଏସ ଫିଲିଂ ଓ ଲକିଂ କରିପାରିବେ । ଏନେଇ ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି।

KNews Bureau

Recent Posts

ଅସ୍ତରଙ୍ଗ ଜାହାନିଆରେ ଜମିଥିଲା ହଜାର ହଜାର ପର୍ଯ୍ୟଟକଙ୍କ ଭିଡ, ଝାଉଁ ଜଙ୍ଗଲରେ ମଜା କହିଲେ ନସରେ

କାକଟପୁର(କେନ୍ୟୁଜ): ଓଡ଼ିଶାର ପାରମ୍ପରିକ ପର୍ବ ରଜ । ଏଥିପାଇଁ ଗାଁ ଠାରୁ ସହର ସବୁଠାରେ ଖୁସିର ମାହୋଲ ଦେଖିବାକୁ ମିଳିଥିଲା…

4 mins ago

ଖୁବ ଶୀଘ୍ର ଲଞ୍ଚ ହେବାକୁ ଯାଉଛି Xiaomi MIX Fold 4, ମିଳିବ ସାଟେଲାଇଟ୍ କନେକ୍ଟିଭିଟି ଫିଚର୍ସ

ସାଓମି ହେଉଛି ଭାରତର ଏକ ଲୋକପ୍ରିୟ ସ୍ମାର୍ଟଫୋନ୍ କମ୍ପାନୀ । ସାରା ଦେଶରେ ଲକ୍ଷ ଲକ୍ଷ ଲୋକ ସାଓମି ସ୍ମାର୍ଟଫୋନ୍…

28 mins ago

ଦିଲ୍ଲୀ ଏୟାରପୋର୍ଟରେ ବିଦ୍ୟୁତ୍‌ କାଟ୍‌ ; ସିଷ୍ଟମ ଠପ୍‌, ବିମାନ ଉପରେ ପ୍ରଭାବ, ଯାତ୍ରୀ ହନ୍ତସନ୍ତ

ରାଜଧାନୀ ଦିଲ୍ଲୀରେ ବିଜୁଳି କାଟ୍‌ ହେବା ଯୋଗୁଁ ସବୁ କାର୍ଯ୍ୟରେ ପ୍ରଭାବ ପଡିଛି । ବିଜୁଳି କାଟ ହେବା ଯୋଗୁଁ…

33 mins ago

ଆର୍ଟ ଅଫ୍ ଗିଭିଙ୍ଗ, ଓଡିଆ ଫିଲ୍ମ ଓ ଟେଲିଭିଜନ ଡାଇରେକ୍ଟର ଆସୋସିଏସନ ପକ୍ଷରୁ ଛତା ବଣ୍ଟନ

ଭୁବନେଶ୍ୱର : ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଏକ ଅଭିନବ ପ୍ରୟାସ ହେଉଛି ଆର୍ଟ ଅଫ୍ ଗିଭିଙ୍ଗ । ଯାହାକି ପ୍ରତିବର୍ଷ…

33 mins ago

କଳହର କରୁଣ ପରିଣତି, ସ୍ତ୍ରୀର ବେକ କାଟିଲା ସ୍ୱାମୀ

ନୀଳଗିରି : ଘରୋଇ କଳହର କରୁଣ ପରିଣତି । ସ୍ତ୍ରୀର ବେକ କାଟି ମାରିବାକୁ ଉଦ୍ୟମ କଲା ସ୍ୱାମୀ। ବାଲେଶ୍ୱର…

54 mins ago

ଆଇସକ୍ରିମ ଭିତରୁ କଟା ମଣିଷ ଆଙ୍ଗୁଠି ମିଳିବା ପରେ ଏବେ ବାହାରିଛି ଜୀବନ୍ତ ବିଛା

ଆଇସିକ୍ରିମ୍‌ କାହାର ବା ପସନ୍ଦ ନୁହେଁ । ପିଲାଠୁ ବୁଢ଼ା ସମସ୍ତଙ୍କର ପସନ୍ଦ ଆଇସିକ୍ରିମ୍‌ । ବିଶେଷ କରି ଏହି…

59 mins ago