ଦେଶ ବିଦେଶ

ୟୁକ୍ରେନର ସୁମିରେ ଫସି ରହିଥିବା ଛାତ୍ରଙ୍କ ଉଦ୍ଧାର ପାଇଁ ଚାଲିଛି ଆଲୋଚନା, ପ୍ରସ୍ତୁତ ହେଉଛି ସେଫ୍‌ କରିଡର

କେନ୍ୟୁଜ୍(ବ୍ୟୁରୋ):  ୟୁକ୍ରେନର ସୁମିରେ ଚାଲିଛି ଘମାଘୋଟ ଲଢେଇ। ସେଠାରେ ଫସି ରହିଥିବା ଛାତ୍ରଙ୍କ ପାଇଁ ଉଦ୍‌ବେଗ ପ୍ରକାଶ କରିଛି ଭାରତୀୟ ବୈଦେଶିକ ମନ୍ତ୍ରାଳୟ। ସେମାନଙ୍କୁ ସେଠାରୁ ସୁରକ୍ଷିତ ଭାବେ ଉଦ୍ଧାର କରିବାକୁ ରୁଷ ଓ ୟୁକ୍ରେନ ଅଧିକାରୀଙ୍କ ସହ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା ଚାଲିଛି। ଛାତ୍ରଛାତ୍ରୀଙ୍କୁ ସେଠାରୁ ଉଦ୍ଧାର କରିବାକୁ ଏକ ସେଫ୍‌ କରିଡର ପ୍ରସ୍ତୁତ କରିବାକୁ ଆଲୋଚନା ଚାଲିଥିବା ବୈଦେଶିକ ମନ୍ତ୍ରାଳୟ ମୁଖପାତ୍ର ଅରିନ୍ଦମ ବାଗଚୀ ଟ୍ଵିଟ ଯୋଗେ ଜଣାଇଛନ୍ତି।

ସେପଟେ ବର୍ତ୍ତମାନ ସୁଦ୍ଧା ୭ଦିନରେ ରୋମାନିଆ ଓ ମୋଲଡୋଭାରୁ ୬ହଜାର ୨୨୨ଜଣ ଭାରତ ଆସି ପହଞ୍ଚିଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟଙ୍କୁ ଉଦ୍ଧାର ପାଇଁ ସୀମା ନିକଟ ସୁକିଆଭାରେ ଏକ ବିମାନ ବନ୍ଦର ଠାବ ହୋଇଥିବା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜଣାଇଛନ୍ତି। ଆଗାମୀ ୨ଦିନରେ ୧୦୫୦ ଜଣଙ୍କୁ ସ୍ୱଦେଶ ଫେରାଇ ଅଣାଯିବ ବୋଲି ସେ କହିଛନ୍ତି।

KNews Bureau

Recent Posts

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ଆଜି ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

13 mins ago

ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାର ୨ ଲକ୍ଷ ଟଙ୍କା ସହାୟତା ଘୋଷଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

15 mins ago

‘ଫାଦର୍ସ ଡେ’ ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣା, ୨ ମୃତ

ଆମେରିକାରେ ଫାଦର୍ସ ଡେ ରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ବିମାନରେ ଥିବା…

42 mins ago

ମା’ ସିଂହାସନୀଙ୍କ ମନ୍ଦିରରେ ପାଳିତ ହେଲା ପ୍ରସିଦ୍ଧ ରଜପର୍ବ, ଛୁଟିଲା ଭକ୍ତଙ୍କ ସୁଅ

ପୋଲସରା(କେନ୍ୟୁଜ): ଅସହ୍ୟ ଗରମରେ ଭକ୍ତମାନେ ଛୁଟି ଆସିଛନ୍ତି ମନ୍ଦିର । ମା’ଙ୍କ ଅପୂର୍ବ ଆଳତି ଦର୍ଶନ କରିବାର ସୌଭାଗ୍ୟ ନେଇଛନ୍ତି…

48 mins ago

ଓ୍ଵାଟର ପାର୍କରେ ସ୍ଲାଇଡିଂ କରିବା ବେଳେ ବ୍ୟାଙ୍କ ମ୍ୟାନେଜରଙ୍କ ମୃତ୍ୟୁ, ହାର୍ଟ ଆଟାକ୍‌ ଆଶଙ୍କା

ଉତ୍ତର ପ୍ରଦେଶର ମେରଠରେ ଥିବା ଏକ ଓ୍ଵାଟର ପାର୍କରେ ଘଟିଛି ବଡ଼ ଦୁର୍ଘଟଣା । ଏଠାରେ ସ୍ଲାଇଡିଂ କରିବା ସମୟରେ…

51 mins ago

୨୭ ଟିକିଆ ହାତୀପଲଙ୍କ ଉତ୍ପାତ, ବନ ବିଭାଗର ମୁଣ୍ଡବିନ୍ଧା

କରଞ୍ଜିଆ : କେନ୍ଦୁଝର ଓ ମୟୂରଭଞ୍ଜରେ ୨୭ ଟିକିଆ ହାତୀପଲଙ୍କ ଉତ୍ପାତ । ଲୋକଙ୍କ ଆଖିରୁ ନିଦ ହଜି ଗଲାଣି…

51 mins ago