ଦେଶ ବିଦେଶ

ମାର୍ଚ୍ଚ ୨୦ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟାଙ୍କ ଚାରି ଦୋଷୀ, ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଜାରି କଲେ ନୂଆ ଡେଥ୍‌ ଓ୍ଵାରେଣ୍ଟ

ନୂଆଦିଲ୍ଲୀ: ମାର୍ଚ୍ଚ ୨୦ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟାଙ୍କ ଚାରି ଦୋଷୀ । ସକାଳା ସାଢ଼େ ୫ଟାରେ ସେମାନଙ୍କୁ ଫାଶୀ ଦିଆଯିବ । ଜାରି ହେଲା ନୂଆ ଡେଥ୍‌ ଓ୍ଵାରେଣ୍ଟ । ଦିଲ୍ଲୀ ପଟିଆଲା ହାଉସ କୋର୍ଟ ନୂଆ ଫାଶୀ ତାରିଖ ଘୋଷଣା କରିଛନ୍ତି । ଆଜିଠାରୁ ପୁଣି ଥରେ ଜୀବନର ଦିନ ଗଣିବା ଆରମ୍ଭ କରିଛନ୍ତି ମୁକେଶ ସିଂ, ବିନୟ ଶର୍ମା, ଅକ୍ଷୟ ଓ ପଓ୍ଵନ ଗୁପ୍ତା । ଏସମସ୍ତଙ୍କର ଆଇନଗତ ବିକଳ୍ପ ଶେଷ ହୋଇଛି ।

୨୦୧୨, ଡିସେମ୍ବର ୧୬ ତାରିଖ । ଦିଲ୍ଲୀରେ ଚଳନ୍ତା ବସରେ ନିର୍ଭୟାଙ୍କୁ ଦୁଷ୍କର୍ମ କରିଥିଲେ ୬ ଅଭିଯୁକ୍ତ । ପରେ ଅତି ନିର୍ମମ ଭାବରେ ଚଳନ୍ତା ବସରୁ ଠେଲିଦେଇଥିଲେ । ୧୩ ଦିନ ଧରି ଜୀବନ ସହ ସଂଘର୍ଷ କରି ହାରି ଯାଇଥିଲେ ନିର୍ଭୟା । ଅଭିଯୁକ୍ତଙ୍କ ଭିତରେ ଥିଲେ ଜଣେ ନାବାଳକ । ଆଉ ଜଣେ ଅଭିଯୁକ୍ତ ରାମ ସିଂ ଫାଶୀ ଦଣ୍ଡାଦେଶ ପରେ ଆତ୍ମହତ୍ୟା କରିଥିଲେ । ଫାଶୀ ଅପେକ୍ଷାରେ ଥିଲେ ଅକ୍ଷୟ, ମୁକେଶ, ବିନୟ, ପଓ୍ଵନ । ପୂର୍ବରୁ ତିନି ଥର ଫାଶୀ ତାରିଖ ଧାର୍ଯ୍ୟ ହୋଇଥିଲେ ବି ଘୁଞ୍ଚିଥିଲା ।

KNews Bureau

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

6 mins ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

21 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

37 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

50 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

59 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

1 hour ago