ନୂଆଦିଲ୍ଲୀ: ନିର୍ଭୟା ମାମଲାରେ ଦୋଷୀ ପବନକୁ ପୁଣି ଝଟ୍କା। ରାଜକ୍ଷମା ଆବେଦନ ଖାରଜ କରିଛନ୍ତି ରାଷ୍ଟ୍ରପତି । ଏହାପୂର୍ବରୁ ପବନର କ୍ୟୁରେଟିଭ୍ ପିଟିସନ୍ ଖାରଜ କରିଥିଲେ ସୁପ୍ରିମକୋର୍ଟ । ଏହାସହ ଏହାସହ ଫାଶୀ ଦଣ୍ଡାଦେଶକୁ କୋହଳ କରି ଆଜୀବନ କାରା ଦଣ୍ଡାଦେଶ କରିବା ପାଇଁ ପଓ୍ଵନ କରିଥିବା ଆବେଦନକୁ ବି ଖାରଜ କରିଦେଇଥିଲେ ପାଞ୍ଚ ଜଣିଆ ଖଣ୍ଡପୀଠ । ପୂର୍ବରୁ ଅନ୍ୟ ତିନି ଦୋଷୀଙ୍କ ସମସ୍ତ ଆଇନଗତ ବିକଳ୍ପ ଶେଷ ହୋଇଛି । ରାଜକ୍ଷମା ଖାରଜ ପରେ ଦୋଷୀ ମାନଙ୍କୁ ଫାଶୀ ନେଇ ସମ୍ଭାବନା ବଢିଛି।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…