୨୦୧୯ ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷିତ

କେନ୍ୟୁଜ୍: ୨୦୧୯ ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷିତ। ଆମେରିକାର ପ୍ରିନ୍‌ସଟନ ବିଶ୍ୱବିଦ୍ୟାଳୟର ଜେମ୍‌ସ ପେବଲ୍‌ସ ଓ ସ୍ୱିଜରଲ୍ୟାଣ୍ଡ ଜେନେଭା ବିଶ୍ୱବିଦ୍ୟାଳୟର ମାଇକେଲ ମେୟର ଏବଂ ଡିଡିଏର କ୍ୱିଲୋଜଙ୍କୁ ମିଳିତ ଭାବେ ଏହି ପୁରସ୍କାର ପ୍ରଦାନ କରାଯିବ। ଜେମ୍‌ସ ପେବଲ୍‌ସଙ୍କୁ ଫର ଦି ଥିଓରିଟିକାଲ ଡିସ୍‌କଭରିଜ୍ ଇନ ଫିଜିକାଲ କସ୍‌ମୋଲେଜି ଏବଂ ମାଇକେଲ ମେୟର ଓ  ଡିଡିଏର କ୍ୱିଲୋଜଙ୍କୁ ଫର ଦି ଡିସ୍‌କଭରୀ ଅଫ ଆନ ଏକ୍‌ସୋପ୍ଲାନେଟ ଅର୍ବିଟିଙ୍ଗ ଏ ସୋଲାର ଟାଇପ ଷ୍ଟାର ପାଇଁ ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାରର ଅଧା ରାଶି ଜେମସ ପେବଲସଙ୍କୁ ମିଳିବ । ବାକି ଅର୍ଦ୍ଧେକକୁ ପଦାର୍ଥ ବିଜ୍ଞାନୀ ମାଇକେଲ ମେୟର ଏବଂ ଡିଡିଏର କ୍ୱିଲୋଜ ବାଣ୍ଟି ନେବେ । ଆସନ୍ତାକାଲି ରସାୟନ ବିଜ୍ଞାନ ପାଇଁ ନୋବୋଲ ପୁରସ୍କାର ଘୋଷଣା ହେବ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

5 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

7 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

14 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

22 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

23 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

40 mins ago