ଓଡ଼ିଶାକୁ ମିଳିତ ଜାତିସଂଘର ପ୍ରଶଂସା। ବାତ୍ୟା ଫନି ପୂର୍ବରୁ ୧୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତରଣକୁ ନେଇ ପ୍ରଶଂସା କରାଯାଇଛି। ଜାତିସଂଘ ଓଡ଼ିଶା ସରକାରଙ୍କ ପଦକ୍ଷେପକୁ ପ୍ରଶଂସନୀୟ କହିଛି। ଏହା ସହ ଓଡ଼ିଶା ଜନସାଧାରଣଙ୍କ ସହ ଆମେ ରହିଛୁ ଓ ସବୁ ପ୍ରକାର ସହଯୋଗ ପାଇଁ ପ୍ରସ୍ତୁତ ଥିବା କହିଛି ଜାତିସଂଘ। ଏପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ମିଳିତ ଜାତିସଂଘ ପକ୍ଷରୁ ଚିଠି ଆସିଛି। ଭାରତରେ ଅବସ୍ଥାପିତ ଆବାସିକ ସଂଯୋଜକ ୟସ୍ମିନ ଅଲ୍ଲୀ ହକ୍ଙ୍କ ପକ୍ଷରୁ ଏନେଇ ଚିଠିରେ ସହାୟତା ପାଇଁ କୁହାଯାଇଛି।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…